Posted inଜାତୀୟ

ଟିକେଟ୍‌ ଭାଗବଣ୍ଟାକୁ ନେଇ ଅସନ୍ତୁଷ୍ଟ କଂଗ୍ରେସ କର୍ମୀ

ନୂଆଦିଲ୍ଲୀ,୧୮।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଏବେ ଏଥିରେ ଭାଗ ନେବାକୁ ବିଭିନ୍ନ ଦଳର ବହୁ ଆଶାୟୀ ପାର୍ଥୀ ରହିଛନ୍ତି। ତେବେ କିଛିଦିନ ହେବ କଂଗ୍ରେସ ଦେଶର ବିଭିନ୍ନ ସ୍ଥାନରେ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦଳର ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ଇତିମଧ୍ୟରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କେତେଜଣକୁ କଂଗ୍ରେସ ଟିକେଟ୍‌ ମିଳିଥିବା ବେଳେ ଏହାକୁ ଦେଖି କର୍ମୀମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ପଟେଲ ନଗର ଓ କରାଓ୍ବଲ ନଗର ବିଧାନସଭା ଆସନର କେତେଜଣ କର୍ମୀ ଏହାକୁ ବିରୋଧ କରି କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?