ଟିଟିଲାଗଡ଼ରେ ପହଞ୍ଚିଲା ପ୍ରବାସୀଙ୍କ ସ୍ପେଶାଲ ଟ୍ରେନ

\ଭୁବନେଶ୍ୱର,୧୧।୫(ବ୍ୟୁରୋ)-ଆନ୍ଧ୍ରପ୍ରଦେଶ ରାଜ୍ୟର ବିଜୟଓ୍ବାଡାରୁ ୧୨୦୯ ଜଣ ପ୍ରବାସୀଙ୍କୁ ଧରି ଆସିଥିବା ଟ୍ରେନ ସୋମବାର ସାରେ ବଲାଙ୍ଗିର ଜିଲା ଟିଟିଲାଗଡ଼ ରେଳ ଷ୍ଟେଶନରେ ପହଞ୍ଚିଛି। ଟ୍ରନଟି ଷ୍ଟେଶନରେ ଅଟକିବା ପରେ ବଗିରୁ ନ ବାହାରିବା ପାଇଁ ମାକଇ ଯୋଗେ ଘୋଷଣା କରାଯାଇଥିଲା। ପରେ ପ୍ରବାସୀମାନେ ଧାଡ଼ିରେ ଆସି ହାତ ସାନିଟାଇଜ କରିବା ପରେ ସେମାନଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନଙ୍କ ନାଁ ଓ ଗାଁ ପଞ୍ଜିକରଣ ପରେ ବସ ଯୋଗେ ନିଜି ନିଜ ଜିଲାକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?