Posted inଜାତୀୟ

ଟିଡିପିକୁ ପୁଣି ଝଟକା: ଭାଜପାରେ ମିଶିବେ ପୂର୍ବତନ ମନ୍ତ୍ରୀ

ହାଇଦ୍ରାବାଦ୍‌,୨୭ା୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ପୁଣି ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ପେଦ୍ଦୀ ରେଡ୍ଡୀ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହେବାକୁ ଯାଉଛନ୍ତି। ପୂର୍ବରୁ ଲଙ୍କା ଦିନାକର, ଭେଙ୍କଟ କୃଷ୍ଣନ, ରାଜ୍ୟସଭା ସଦସ୍ୟ ସିଏମ ରମେଶ, ଟିଜି ଭେଣ୍ଟେକଶ, ଜି ମୋହନ ରାଓ ଏବଂ ଓ୍ବାଇଏସ ଚୌଧୁରୀ ପ୍ରମୁଖ ଭାଜପାରେ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ଗତ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ଟିଡିପି ଶୋଚନୀୟ ପରାଜୟବରଣ କରିଥିଲା। ରାଜ୍ୟରେ ଜଗନ ମୋହନ ରେଡ୍ଡୀଙ୍କ ନେତୃତ୍ୱାଧୀନ ଓ୍ବାଇଏସଆର କଂଗ୍ରେସକୁ ଜବରଦସ୍ତ ସଫଳତା ମିଳିଥିଲା। ବିଧାନସଭାର ୧୭୫ଟି ଆସନରୁ ୧୫୨ଟି ସିଟ ଏବଂ ଲୋକ ସଭାର ୨୬ଟି ଅସନରୁ ୨୨ଟିରେ ଓ୍ବାଇଏସଆର ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଜୟଶଙ୍କରଙ୍କ ବଡ଼ ବୟାନ: କହିଲେ ଆମ ପଡ଼ୋଶୀମାନେ ଭଲ ନୁହନ୍ତି, ଭାରତ କାହାକୁ ତା’ର…

ନୂଆଦିଲ୍ଲୀ,୨ା୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆତଙ୍କବାଦ ପ୍ରସଙ୍ଗରେ ଏକ ବଡ଼ ଚେତାବନୀ ଦେଇଛନ୍ତି। ଆଇଆଇଟି ମାଡ୍ରାସର ଛାତ୍ରମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯଦି...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ

ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri