Posted inଜାତୀୟ

ଟିଡିପିକୁ ପୁଣି ଝଟକା: ଭାଜପାରେ ମିଶିବେ ପୂର୍ବତନ ମନ୍ତ୍ରୀ

ହାଇଦ୍ରାବାଦ୍‌,୨୭ା୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ପୁଣି ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ମନ୍ତ୍ରୀ ପେଦ୍ଦୀ ରେଡ୍ଡୀ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହେବାକୁ ଯାଉଛନ୍ତି। ପୂର୍ବରୁ ଲଙ୍କା ଦିନାକର, ଭେଙ୍କଟ କୃଷ୍ଣନ, ରାଜ୍ୟସଭା ସଦସ୍ୟ ସିଏମ ରମେଶ, ଟିଜି ଭେଣ୍ଟେକଶ, ଜି ମୋହନ ରାଓ ଏବଂ ଓ୍ବାଇଏସ ଚୌଧୁରୀ ପ୍ରମୁଖ ଭାଜପାରେ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ଗତ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ଟିଡିପି ଶୋଚନୀୟ ପରାଜୟବରଣ କରିଥିଲା। ରାଜ୍ୟରେ ଜଗନ ମୋହନ ରେଡ୍ଡୀଙ୍କ ନେତୃତ୍ୱାଧୀନ ଓ୍ବାଇଏସଆର କଂଗ୍ରେସକୁ ଜବରଦସ୍ତ ସଫଳତା ମିଳିଥିଲା। ବିଧାନସଭାର ୧୭୫ଟି ଆସନରୁ ୧୫୨ଟି ସିଟ ଏବଂ ଲୋକ ସଭାର ୨୬ଟି ଅସନରୁ ୨୨ଟିରେ ଓ୍ବାଇଏସଆର ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?