ଟିପ୍ପର ସହ କାର୍‌ ଧକ୍କା: ଗୋଟିଏ ପରିବାରର ଜଣେ ମୃତ, ଦୁଇ ଗୁରୁତର

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍‌ଇ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଟିପ୍ପର ସହ କାରର ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରହ୍ମପୁରର ରାମକୃଷ୍ଣ ପାତ୍ର। ଆହତମାନେ ହେଲେ ମୃତ ରାମକୃଷ୍ଣଙ୍କ ସ୍ତ୍ରୀ ସ୍ବପ୍ନା ଓ ପୁଅ ସାଇ।ସୂଚନାଯୋଗ୍ୟ, ରାତିରେ ଏକ କାର (ଓଡି-୦୭ପି-୧୩୦୦) ଯୋଗେ ଭୁବନେଶ୍ୱରରୁ ରାମକୃଷ୍ଣ ଓ ତାଙ୍କ ପରିବାର ବ୍ରହ୍ମପୁରକୁ ଫେରୁଥିବା ବେଳେ ଉକ୍ତ ଛକ ନିକଟ ଜାତୀୟ ରାଜପଥରେ ଏକ ଟିପ୍ପର ସହ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ରାମକୃଷ୍ଣଙ୍କୁ ମୃତ ଘୋଷଣାକରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ, କହିଲେ ମୋ’ ବିଚାରଧାରାକୁ କେହି…

ଭୁବନେଶ୍ୱର,୧୫ା୧୨: କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ରନ ଆଉଟ ହୋଇଥିବା ୫ ଜଣ ବ୍ୟାଟସମ୍ୟାନ: ଏହି ଭାରତୀୟ ଖେଳାଳି ୫୩ ଥର ହୋଇଛନ୍ତି ରନ ଆଉଟ

ନୂଆଦିଲ୍ଲୀ,୧୫।୧୨: ରନ ଆଉଟ ହେବା କ୍ରିକେଟର ସବୁଠାରୁ ହତାଶାଜନକ ମୁହୂର୍ତ୍ତ ମଧ୍ୟରୁ ଗୋଟିଏ, ଏବଂ କେତେକ ସମୟରେ, ବ୍ୟାଟସମ୍ୟାନମାନେ ଗୋଟିଏ ବଲ ମଧ୍ୟ ନ ଖେଳି...

‘ସମସ୍ତେ ମୋ ପୁଅ ପରି ପୁଅ ଚାହିଁବେ’, ସିଡ଼ନୀ ଆକ୍ରମଣ ପରେ ଏମିତି କହିଲେ ଆତଙ୍କବାଦୀଙ୍କ ମା’

ସିଡ଼ନୀ,୧୫।୧୨: ଅଷ୍ଟ୍ରେଲିଆ ସିଡନୀର ବଣ୍ଡି ବିଚରେ ଏକ ଯିହୂଦୀ ଉତ୍ସବ ପାଇଁ ପ୍ରସ୍ତୁତି ସମୟରେ ଲୋକମାନଙ୍କୁ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ଅତି କମରେ ୧୫...

ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍‌ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା...

ବର୍ଷ ସରୁ ସରୁ ଇତିହାସ ରଚିଲା ଭାରତ, ଜିତିଲା ବିଶ୍ୱକପ

ନୂଆଦିଲ୍ଲୀ,୧୫।୧୨: ୨୦୨୫ ଶେଷ ହେବା ପୂର୍ବରୁ ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଭାରତୀୟ ସ୍କ୍ବାସ ଦଳ ୨୦୨୫ ସ୍କ୍ବାସ...

ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ

ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ...

ମୁସଲମାନ ଗୃହମନ୍ତ୍ରୀଙ୍କ ପାଇଁ ବ୍ରିଟେନରୁ ବାହାରିବେ ଲକ୍ଷ ଲକ୍ଷ ମୁସଲମାନ! ଭାରତ ଉପରେ କେମିତି ପଡ଼ିବ ପ୍ରଭାବ ଜାଣନ୍ତୁ

ଲଣ୍ଡନ,୧୫।୧୨: ବ୍ରିଟେନର ଏକ ନୂଆ ରିପୋର୍ଟରେ ଚେତାବନୀ ଦିଆଯାଇଛି ଯେ ବର୍ତ୍ତମାନର ଆଇନ ଅନୁଯାୟୀ, ପ୍ରାୟ ୯ ନିୟୁତ ଲୋକ, ଅର୍ଥାତ ଦେଶର ଜନସଂଖ୍ୟାର ୧୩...

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri