ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍‌ଚର ହୋଇ ନ ଥିବା ଜଣାପଡ଼ିଛି। ହେଲେ ଆହତ ସମସ୍ୟା ଯୋଗୁ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ସେ ଖେଳିପାରିନାହାନ୍ତି। ସେ ଏବେ ଲଣ୍ଡନରେ ବିଶ୍ରାମ ନେଉଛନ୍ତି। ବ୍ୟାଟିଂ ପ୍ରାକ୍ଟିସ ବେଳେ ଖଲିଲ ଅହମ୍ମଦଙ୍କ ଏକ ଶଟ୍‌ ପିଚ୍‌ ବଲ ଶଙ୍କରଙ୍କ ରିଷ୍ଟରେ ବାଜିଥିଲା। ଯନ୍ତ୍ରଣା ହେବା ପରେ ସେ ଆଉ ଅଭ୍ୟାସରେ ଅଂଶଗ୍ରହଣ କରି ନ ଥିଲେ। ସେ ବିସିସିଆଇର ମେଡିକାଲ ଟିମ୍‌ ତତ୍ତ୍ୱାବଧାନରେ ସୁସ୍ଥ ହେଉଛନ୍ତି। ଉଲ୍ଲଖଥାଉ କି, ଶଙ୍କର ଭାରତୀୟ ଦଳର ୪ର୍ଥ କ୍ରମରେ ବ୍ୟାଟିଂ କରିବା ଲାଗି ପ୍ରଥମ ପସନ୍ଦ। ସେ ୨୮ ତାରିଖରେ ଖେଳାଯିବାକୁ ଥିବା ବାଂଲାଦେଶ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଖେଳିବା ନେଇ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri