ଟିମ୍‌ ଇଣ୍ଡିଆର ନୂଆ ଜର୍ସି: କଂଗ୍ରେସ ସମର୍ଥକ କ୍ଷୁବ୍ଧ

ବର୍ମିଂହାମ,୨୯।୬- ଭାରତୀୟ ଦଳ ତା’ର ପରବର୍ତ୍ତୀ ଇଂଲଣ୍ଡ ବିପକ୍ଷ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ କମଳା ରଙ୍ଗର ଜର୍ସି ପିନ୍ଧିବ। ଜର୍ସିର ନୂଆ ଲୁକ୍‌ ସାମ୍ନାକୁ ଆସିବା ପରେ କେତେଜଣ ପ୍ରଶଂସକ ଏହାକୁ ପସନ୍ଦ କରିଥିବାବେଳେ ଆଉ କିଛି ନା ପସନ୍ଦ କରିବା ସହ କ୍ରୀଡ଼ାରେ ମୋଦି ସରକାରଙ୍କ ପ୍ରଭାବ ବୋଲି କହିଛନ୍ତି। ଜଣେ ପ୍ରଶଂସକ ଟୁଇଟ୍‌ କରିଛନ୍ତି, ଆମ ଦେଶ ଆଉ ଧର୍ମ ନିରପେକ୍ଷ ହୋଇ ରହିଲା ନାହିଁ। କମଳା ରଙ୍ଗ ପରିବର୍ତ୍ତେ ହଳଦିଆ କିମ୍ବା ସବୁଜ କିମ୍ବା ଅନ୍ୟ କିଛି ରଙ୍ଗର ଜର୍ସି ବ୍ୟବହାର କରାଯାଇପାରିଥାନ୍ତା। ଆଉ ଜଣେ ପ୍ରଶଂସକ ଭାରତୀୟ ଦଳର ନୂଆ ଜର୍ସିର ପଛ ଭାଗରେ ଜୟ ଶ୍ରୀରାମ ନ ହେଲେ ମନ୍ଦିର ଲେଖା ରହିବା ଉଚିତ ବୋଲି ଟୁଇଟ୍‌ କରିଛନ୍ତି। ନିକଟରେ ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ଏମ୍‌.ଏ. ଖାନ କହିଥିଲେ, ଜାତୀୟ ଦଳର ଜର୍ସିରେ କମଳା ରଙ୍ଗର ବ୍ୟବହାର କରାଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ନରେନ୍ଦ୍ର ମୋଦିଙ୍କ ସରକାର ଦେଶରେ ସବୁକିଛି ବଦଳାଇ ଦେଉଛି। ଏଥିନେଇ ଉଦ୍ୟମ ଗତ ୫ ବର୍ଷ ହେଲା ଚାଲିଛି। ଉଲ୍ଲେଖଥାଉ କି, କମଳା ରଙ୍ଗ ଭାଜପାର ପାରମ୍ପରିକ ରଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri