Posted inଖେଳ

ଟିମ୍‌ ସିଲେକ୍ସନ କମିଟି ବୈଠକ ଘୁଞ୍ଚିଲା

ନୂଆଦିଲ୍ଲୀ, ୧୯|୭ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପାଇଁ ଭାରତୀୟ କ୍ରିକେଟ ଦଳ ମନୋନୟନ ଲାଗି ହେବାକୁଥିବା ସିଲେକ୍ସନ କମିଟି ବୈଠକକୁ ସ୍ଥଗିତ ରଖାଯାଇଛି। ସମ୍ପାଦକଙ୍କ ପରିବର୍ତ୍ତେ ପ୍ୟାନେଲର ଚେୟାରମ୍ୟାନଙ୍କ ଆବାହକତ୍ୱରେ ଏହି ବୈଠକ ହେବ ବୋଲି ପ୍ରଶାସକ କମିଟି(ସିଓଏ)ର ନିର୍ଦ୍ଦେଶ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକ ପ୍ରକୃତରେ ଶୁକ୍ରବାର ବସିବାର ଥିଲା। ମାତ୍ର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ସମ୍ବିଧାନ ଅନୁସାରେ ନିୟମରେ ପରିବର୍ତ୍ତନ କରାଯାଇଛି। ଏଥିଲାଗି ଆଇନଗତ କାଗଜପତ୍ର ପ୍ରସ୍ତୁତ ହେବା ଦରକାର। ଖେଳାଳିମାନଙ୍କ ଫିଟ୍‌ନେସ୍‌୍‌୍‌ ରିପୋର୍ଟ ମଧ୍ୟ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଉପଲବ୍ଧ ହେବ। ବୈଠକଟି ଶନିବାର କିମ୍ବା ରବିବାର ହେବ। ପୁନଶ୍ଚ ନିୟମ ଅନୁସାରେ ବୈଠକ ଲାଗି ଅଧିନାୟକଙ୍କ ଉପଲବ୍‌ଧି ସମ୍ପର୍କରେ ବିସିସିଆଇର କ୍ରିକେଟ ଅପରେଶନ୍ସ ଟିମ୍‌ ଚେୟାରମ୍ୟାନଙ୍କୁ ଅବଗତ କରାଇବା ଆବଶ୍ୟକ ବୋଲି ବିସିସିଆଇର ଜଣେ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ପୂର୍ବରୁ ପ୍ରଶାସକ କମିଟି ଏକ ୪ ଦଫା ସମ୍ବଳିତ ନିର୍ଦ୍ଦେଶାବଳୀ ଜାରିକରିଛି। ତଦନୁସାରେ ସମ୍ପାଦକ ଅମିତାଭ ଚୌଧାରୀ ସିଲେକ୍ସନ କମିଟି ବୈଠକରେ ବସିପାରିବେ ନାହିଁ। ଏହାଛଡ଼ା କ୍ରିକେଟ ସମ୍ପର୍କିତ କୌଣସି ନିଷ୍ପତ୍ତି ଲାଗି ତାଙ୍କ ଅନୁମୋଦନର ଆବଶ୍ୟକ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?