ଟୁଇଟରକୁ ଫେରିଲେ ଅନୁରାଗ

ମୁମ୍ବାଇ: କିଛିଦିନ ତଳେ ଟୁଇଟରରୁ ଦୂରେଇ ଯାଇଥିବା ବଲିଉଡ୍‌ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ପୁଣିଥରେ ଟୁଇଟରରେ ଯୋଗ ଦେଇଛନ୍ତି। ଦେଶର ପରିସ୍ଥିତିକୁ ଦେଖି ସେ ପୁଣି ଟୁଇଟର ଆକାଉଣ୍ଟ ଖୋଲିଥିବା କହିଛନ୍ତି। ଗତ ଅଗଷ୍ଟରେ ଟୁଇଟରରେ ତାଙ୍କୁ ବହୁବାର ଟ୍ରୋଲ୍‌ କରାଯିବା ସହ ତାଙ୍କ ପରିବାର ସଦସ୍ୟଙ୍କୁ ଧମକ ମିଳିବାରୁ ଯେ ଏଥିରୁ ଓହରି ଯାଇଥିଲେ। ଏବେ କିନ୍ତୁ ସେ କିଛି କହିବା ଜରୁରୀ ଭାବି ପୁଣି ଟୁଇଟରକୁ ଫେରିଛନ୍ତି ବୋଲି କହିଛନ୍ତି। ଅନେକ ସମୟରେ ନିଜର ବେକାବୁ ବୟାନ ପାଇଁ ଚର୍ଚ୍ଚାରେ ରହୁଥିବା ଅନୁରାଗ ପୁଣିଥରେ କ’ଣ ଟୁଇଟ୍‌ କରୁଛନ୍ତି ତା’ ଉପରେ ଏବେ ସମସ୍ତଙ୍କ ନଜର। ଅବଶ୍ୟ ପ୍ରଥମ ଟୁଇଟ୍‌ରେ ସେ ଲେଖିଛନ୍ତି ଦେଶର ପରିସ୍ଥିତି ଯାହା ହୋଇଛି ଏହି ସମୟରେ ଚୁପ୍‌ ରହିବା ଆଦୌ ଠିକ୍‌ ନୁହେଁ। କାରଣ କଥା ବହୁତ ଆଗକୁ ଚାଲିଗଲାଣି। ଏହି ସରକାର ସ୍ପଷ୍ଟଭାବେ ଫାସିବାଦି ବୋଲି ସେ କହିଛନ୍ତି। ହେଲେ ଯେଉଁମାନେ ପରିବର୍ତ୍ତନ ଆଣିପାରିବେ ସେମାନଙ୍କ ନିରବତା ତାଙ୍କୁ ଆହୁରି ଖରାପ ଲାଗୁଛି ବୋଲି ସେ କହିଛନ୍ତି। ଆଲୋଚନା ହେଉଛି କି ବର୍ତ୍ତମାନ ଦେଶର ପରିସ୍ଥିତିକୁ ଦେଖି ନିଶ୍ଚିତ ଭାବେ ଅନୁରାଗ କିଛି ଖଟାମିଠା ଶବ୍ଦ ବ୍ୟବହାର କରିପରାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ବିଜୟଙ୍କୁ ପଛରେ ପକାଇଦେଲେ ତ୍ରିଶା: ଖେଳିଗଲା…

ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନ ଏବଂ ସୂର୍ଯ୍ୟା ଅଭିନୀତ ଫିଲ୍ମ ‘କରୁପ୍ପୁ’ ଦର୍ଶକଙ୍କଠାରୁ ଏକ ଜବରଦସ୍ତ ପ୍ରତିକ୍ରିୟା ପାଇଛି। ବକ୍ସ ଅଫିସରେ ଚମତ୍କାର ବ୍ୟବସାୟ କରିଛି। ଫିଲ୍ମ ମୁକ୍ତିଲାଭ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri