ଟୁଥ୍‌ପେଷ୍ଟରେ ଥିବା ଲେବଲ୍‌ର ରଙ୍ଗ କ’ଣ ସୂଚନା ଦିଏ

ଟୁଥପେଷ୍ଟ ଆମ ନିତିଦିନିଆ ଜୀବନର ଏକ ନିହାତି ଦରକାରୀ ଜିନିଷ। ରାତି ପାହିଲେ ପିଲାଠାରୁ ବୟସ୍କ ସମସ୍ତେ ଏହାକୁ ଖୋଜି ବସନ୍ତି। ହେଲେ ଏଥିରେ ଥିବା ଲେବଲ୍‌ର ରଙ୍ଗକୁ ନ ଦେଖି ଯଦି ଟୁଥପେଷ୍ଟ ବ୍ୟବହାର କରାଯାଏ ତେବେ ଏହା ଶରୀର ପକ୍ଷେ କ୍ଷତିକାରକ ହୋଇଥାଏ।
କଳାରଙ୍ଗ: ଯେଉଁ ଟୁଥ୍‌ପେଷ୍ଟ ପଛରେ କଳା ରଙ୍ଗର ଲେବଲ୍‌ ରହିଛି ସେଭଳି ଟୁଥବେଷ୍ଟ ଆଦୌ ବ୍ୟବହାର ଉପଯୋଗୀ ନୁହେଁ। କାରଣ ଏଥିରେ ବହୁ ପରିମାଣରେ ରାସାୟନିକ ପଦାର୍ଥର ବ୍ୟବହାର କରାଯାଇଥାଏ। ତେଣୁ ଏହା ଶରୀର ପାଇଁ କ୍ଷତିକାରକ।
ଲାଲ ରଙ୍ଗ: ଏହି ରଙ୍ଗର ଲେବଲ୍‌ ଥିବା ଟୁଥପେଷ୍ଟରେ କମ୍‌ ପରିମାଣରେ ରାସାୟନିକ ବ୍ୟବହାର କରାଯାଇଥାଏ। ହେଲେ ବି ଏହା ଶରୀର ପାଇଁ କ୍ଷତିକାରକ।
ନୀଳ ରଙ୍ଗ: ଯେଉଁ ଟୁଥ୍‌ପେଷ୍ଟ ପଛରେ ନୀଳ ରଙ୍ଗର ଲେବଲ୍‌ ଥିବ ତାହା ଶରୀର ପାଇଁ ଭଲ। କାରଣ ଏଥିରେ ପ୍ରାକୃତିକ ପଦାର୍ଥ ସହ କିଛି ଔଷଧ ବ୍ୟବହାର କରାଯାଇଥାଏ। ତେଣୁ ଏହାଦ୍ୱାରା ଶରୀରରେ କୌଣସି କୁପ୍ରଭାବ ପଡି ନ ଥାଏ।
ସବୁଜ ରଙ୍ଗ: ଘରେ ସର୍ବଦା ସବୁଜ ରଙ୍ଗ ଥିବା ଟୁଥ୍‌ପେଷ୍ଟ ବ୍ୟବହାର କରିବା ଭଲ। କାରଣ ଏହା ସମ୍ପୂର୍ଣ୍ଣ ରୂପେ ପ୍ରାକୃତିକ ପଦାର୍ଥରେ ପ୍ରସ୍ତୁତ କରାଯାଇଥାଏ। ତେଣୁ ଏହା ଶରୀର ପାଇଁ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri