Posted inଖେଳ

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ ସେ ଗୁରୁବାର ସ୍ପଷ୍ଟ କରିଛନ୍ତି। ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ସେ କୋର୍ଟକୁ ଫେରିବାକୁ ଯାଉଛନ୍ତି। ୩୩ ବର୍ଷୀୟ ସାନିଆ ଅନ୍ତିମ ଥର ୨୦୧୭ରେ ଚାଇନା ଓପନରେ ଖେଳିଥିଲେ। ସେ ୟୁକ୍ରେନର ନାଡିଆ କିଚେନୋକଙ୍କୁ ସାଥୀ କରି ଖେଳିବେ। ମୁଁ ହବାର୍ଟଠାରେ ଖେଳିବି ଓ ତା’ପରେ ଅଷ୍ଟ୍ରଲିଆନ ଓପନରେ ଅଂଶଗ୍ରହଣ କରିବି। ମୁଁ ମୁମ୍ବାଇଠାରେ ଖେଳିବା ନେଇ ଯୋଜନା କରୁଛି। କିନ୍ତୁ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ ବୋଲି ୬ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସାନିଆ କହିଛନ୍ତି। ଅଷ୍ଟ୍ରେଲିଆନ ଓପନର ମିକ୍ସଡ୍‌ ଡବଲ୍ସରେ ଆମେରିକାର ରାଜୀବ ରାମଙ୍କ ସହ ଯୋଡ଼ି ହୋଇ ସେ ଖେଳିବେ।

 

https://www.facebook.com/DharitriNews/videos/477766976185745/


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri