Posted inପୁରୀ

ଟେଲର ମହାସଂଘ ପକ୍ଷରୁ ମାସ୍କ ବଣ୍ଟନ

ଗୋପ,୩।୪(ଡି.ଏନ.ଏ.): କରୋନାକୁ ନେଇ ଏବେ ସାରା ବିଶ୍ବ ଚିନ୍ତା କରୁଥିବା ବେଳେ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ଲକଡାଉନକୁ ସମର୍ଥନ ଜଣାଇ ବାହାରକୁ ବାହାରୁ ନାହାନ୍ତି। ପ୍ରଶାସନ ଓ ପୋଲିସ ପକ୍ଷରୁ ଗଁା ଗଁା ବୁଲି ଲୋକଙ୍କୁ ଘରେ ରହିବାକୁ ସଚେତନ କରିବା ସହ ମାସ୍କ, ସାନିଟାଇଜର ବ୍ୟବହାର କରିବାକୁ କହୁଛନ୍ତି। ସାଧାରଣ ଲୋକ ମାନଙ୍କର ଏବେ ଏହି ରୋଗର ସଂକ୍ରମଣ ରୋକିବାକୁ ମାକ୍ସର ଅଭାବ ପରିଲକ୍ଷିତ ହେଉଛି। ଏହାକୁ ଆଖି ଆଗରେ ରଖି ଅଲ ଇଣ୍ତିଆ ଟେଲର ମହାସଂଘ ପକ୍ଷରୁ ମାକ୍ସ ବଣ୍ଟନ କରାଯାଇଛି। ଗୋପ ବ୍ଲକ ଟେଲର ସଂଘର ସଂପାଦିକା ସରୋଜିନୀ ପ୍ରଧାନଙ୍କ ନେତୃତ୍ୱରେ ଗୋପର ଅସ୍ଥାୟୀ ହାଟ, ବଜାର, ବେଗୁନିଆ, କୁସୁପୁର, ଗଣେଶ୍ୱରପୁର, ନାଗପୁର ଆଦି ସମେତ ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ଏକ ହଜାରରୁ ଅଧିକ ମାକ୍ସ ବଣ୍ଟନ କରାଯାଇଛି। ବିଶେଷ କରି ଗୋପ ବ୍ଲକର ଅଧିକାଂଶ ଗାଁରେ ଏହି ମାକ୍ସ ବଣ୍ଟନ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ସମ୍ପାଦିକା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri