Posted inଜାତୀୟ

ଟେଲିଫୋନ୍‌ କମ୍ପାନୀଙ୍କୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଡଟ୍‌ ଆବେଦନକୁ ମଞ୍ଜୁରୀ; ଦେବାକୁ ପଡ଼ିବ ୯୨ ହଜାର କୋଟିରୁ ଅଧିକ ବକେୟା

ନୂଆଦିଲ୍ଲୀ,୨୪।୧୦: ଦେଶର ବିଭିନ୍ନ ଟେଲିଫୋନ୍‌ କମ୍ପାନୀଗୁଡ଼ିକୁ ସୁପ୍ରିମ୍‌କୋର୍ଟରେ ବଡ଼ ଝଟ୍‌କା ମିଳିଛି। ଡିପାର୍ଟମେଣ୍ଟ୍‌ ଅଫ୍‌ ଟେଲିକମ୍ୟୁନିକେଶନ (ଡଟ୍‌) ପକ୍ଷରୁ ବକେୟା ଆଦାୟ ପାଇଁ ଏକ ଆବେଦନ କରାଯାଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ସମ୍ପୃକ୍ତ କମ୍ପାନୀଗୁଡ଼ିକୁ ୯୨ ହଜାର କୋଟି ଟଙ୍କାରୁ ଅଧିକ ବକେୟା ପୈଠ କରିବାକୁ ପଡ଼ିବ। ତେବେ ବକେୟା କେତେ ସମୟ ମଧ୍ୟରେ ପୈଠ କରିବାକୁ ପଡ଼ିବ ତାହା ସୁପ୍ରିମ୍‌କୋର୍ଟ ନିଶ୍ଚିତ କରିବେ। ଆଡ଼ଜଷ୍ଟ୍‌ମେଣ୍ଟ୍‌ ଗ୍ରସ୍‌ ରେଭିନ୍ୟୁ(ଏଜିଆର୍‌)ରେ ଲାଇସେନ୍ସ୍‌ ଫି, ସ୍ପେକ୍ଟ୍ରମ୍‌ ଉପଯୋଗ ସହିତ ଅନ୍ୟାନ୍ୟ ଆୟ ମଧ୍ୟ ଅନ୍ତର୍ଭୁକ୍ତ ହେବ। ତେବେ ବୀମା କ୍ଲେମ୍‌ ଏଜିଆର୍‌ରେ ସାମିଲ୍‌ ହେବ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ ଜନତା ପାର୍ଟିକୁ ମିଳିବ ନିର୍ବାଚନୀ ଚିହ୍ନ? ଜାତୀୟ ରାଜନୀତି ହଲଚଲ!

ନୂଆଦିଲ୍‌ଲୀ,୨୨।୫: ଡିଜିଟାଲ ଯୁଗରେ, ସୋସିଆଲ ମିଡିଆରେ କ’ଣ ଭାଇରାଲ ହେବ କିମ୍ୱା କେବେ ହେବ ତାହା କହିହେବ ନାହିଁ। ମାତ୍ର ପାଞ୍ଚ ଦିନ ପୂର୍ୱରୁ, ଇଣ୍ଟରନେଟରେ ଆରମ୍ଭ…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

‘କକ୍ରୋଚ ଜନତା ପାର୍ଟି’ର ‘X ଆକାଉଣ୍ଟ’ ବ୍ୟାନ ପରେ ରାଗିଲେ ମହୁଆ ମୋଇତ୍ରା, କହିଲେ…

କୋଲକାତା,୨୨।୫: ‘କକ୍ରୋଚ ଜନତା ପାର୍ଟି’ର X ଆକାଉଣ୍ଟ ଏକ ବ୍ୟଙ୍ଗାତ୍ମକ ପୃଷ୍ଠା ଯାହା ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଲୋକପ୍ରିୟତା ହାସଲ କରିଥିଲା, ଏବେ ଏହା ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri