ଟେଲିସ୍କୋପ୍‌ରେ ସୂର୍ଯ୍ୟୋପରାଗ ଦେଖିଲେ

ବ୍ରହ୍ମପୁର ଅଫିସ,୨୭ା୧୨-ବ୍ରହ୍ମପୁରରେ ସୂର୍ଯ୍ୟୋପରାଗର ପ୍ରଭାବ ଭୟକୁ ଦୂରେଇବା ପାଇଁ ବିଜ୍ଞାନ ଚେତନା ମଞ୍ଚ ବ୍ରହ୍ମପୁର ଶାଖା ପକ୍ଷରୁ ଟେଲିସ୍କୋପ ମାଧ୍ୟମରେ ସୂର୍ଯ୍ୟୋପରାଗ ଦେଖିବା ନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଖଲ୍ଲିକୋଟ କଲେଜ ଖେଳପଡିଆରେ ସୂର୍ଯ୍ୟୋପରାଗ ପ୍ରଭାବକୁ ଖାତିର ନ କରି ବ୍ୟାୟାମ ତଥା ପ୍ରାତଃ ଭ୍ରମଣ ପାଇଁ ଆସିଥିବା ମହିଳା, ପୁରୁଷ, ଛାତ୍ରୀଛାତ୍ରଙ୍କୁ ପରାଗକୁ ନେଇ ରହିଥିବା ବୈଜ୍ଞାନିକ ତଥ୍ୟ ଉପରେ ସଚେତନ କରାଇଥିଲେ। ଏଥିସହ ସକାଳ ୮.୧୯ରୁ ପୂର୍ବାହ୍ନ ୧୧.୨୮ ପର୍ଯ୍ୟନ୍ତ ଦେଖାଦେବାକୁ ଥିବା ସୂର୍ଯ୍ୟୋପରାଗ ଦୃଶ୍ୟକୁ ଟେଲିସ୍କୋପ ମାଧ୍ୟମରେ ଦୃଶ୍ୟମାନ କରାଇଥିଲେ ା ତେବେ ସକାଳୁ ଆକାଶ ମେଘାଚ୍ଛନ୍ନ ଥିବାରୁ ସକାଳ ୯ ଟା ୩୩ ମିନଟ ସମୟରେ ପ୍ରାୟ ୫ ମିନଟ ପାଇଁ ବ୍ରହ୍ମପୁରର ଅକାଶରେ ପରାଗର ଦୃଶ୍ୟ ଦେଖିବାକୁ ମିଳିଥିଲା ା ଏହି ଦୃଶ୍ୟକୁ ଶତାଧିକ ଛାତ୍ରୀଛାତ୍ର, ପୁରୁଷ, ମହିଳା ପ୍ରମୁଖ ଟେଲିସ୍କୋପ ମାଧ୍ୟମରେ ଉପଭୋଗ କରିଥିଲେ ା ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ଚେତନା ମଞ୍ଚର ଗଞ୍ଜାମ ଜିଲା ଆବାହକ ଶିବାନୀ ଶଙ୍କର ମିଶ୍ର, ସୁନୀଲ କୁମାର ବେହେରା, କେ. ଶିବ କିରଣ ଗୁରୁ ଓ ତନ୍ମୟ କରଣ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ ଏନଇଇଟିରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri