Posted inଖେଳ

ଟେଷ୍ଟ କ୍ରିକେଟରୁ ଷ୍ଟେଇନଙ୍କ ଅବସର

ଜୋହାନ୍ସବର୍ଗ, ୬ା୮(ଏଏଫ୍‌ପି)-ଆଧୁନୀକ ଯୁଗର ଅନ୍ୟତମ ମହାନ ଫାଷ୍ଟ ବୋଲର ଦକ୍ଷିଣ ଆଫ୍ରିକାର ଡେଲ୍‌ ଷ୍ଟେଇନ୍‌ ସୋମବାର ଟେଷ୍ଟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ସୀମିତ ଓଭର ବିଶିଷ୍ଟ ଫର୍ମାଟରେ ଅଧିକ ଦିନ ଧରି ତିଷ୍ଠି ରହିବା ଅଭିପ୍ରାୟ ନେଇ ସେ ଏହି ପଦକ୍ଷେପ ନେଇଛନ୍ତି। ୨୦୦୪ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ଷ୍ଟେଇନ୍‌ ତାଙ୍କ ଅନ୍ତିମ ଟେଷ୍ଟ ମ୍ୟାଚ ଗତ ଫେବୃୟାରୀରେ ଶ୍ରୀଲଙ୍କା ବିପକ୍ଷରେ ଖେଳିଥିଲେ। ଏଣିକି ସେ ଦକ୍ଷିଣ ଆଫ୍ରିକା ତରଫରୁ ଅନ୍ତର୍ଜାତୀୟ ଦିନିକିଆ ଓ ଟି୨୦ ପାଇଁ ଉପଲବ୍ଧ ହେବେ। ୩୬ ବର୍ଷୀୟ ଷ୍ଟେଇନ୍‌ କହିଛନ୍ତି, କ୍ରିକେଟର ଏହି ଫର୍ମାଟକୁ ମୁଁ ସବୁଠାରୁ ଭଲ ପାଏ। ସୋମବାର ଏହାଠାରୁ ଦୂରେଇ ଯାଉଛି। ସୂଚନାଯୋଗ୍ୟ, ଷ୍ଟେଇନ୍‌ ହେଉଛନ୍ତି ଦକ୍ଷିଣ ଆଫ୍ରିକାର ସର୍ବକାଳୀନ ଅଗ୍ରଣୀ ଟେଷ୍ଟ ଉଇକେଟ ହାସଲକାରୀ ବୋଲର। ଖେଳର ଇତିହାସରେ ଶ୍ରେଷ୍ଠ ୧୦ ବୋଲରଙ୍କ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri