ଟୋକିଓ ଅଲିମ୍ପିକ ଉପରେ କରୋନା ଆତଙ୍କ: ପାଣିରେ ପଡ଼ିବ ୨୬୦୦ କୋଟି ଡଲାର !

ଟୋକିଓ,୨୭।୨: ଟୋକିଓ ଅଲିମ୍ପିକ୍‌-୨୦୨୦କୁ ଆଉ ୩ ମାସ ବାକି ରହିଛି। ଏହା ଜୁଲାଇରେ ଟୋକିଓରେ ହେବ ବୋଲି ପୂର୍ବରୁ ସମୟ ଧାର୍ଯ୍ୟ ହୋଇଛି। ତେବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ୍‌ ନେଇ ଆଶଙ୍କକା ଦେଖାଦେଇଛି। ଚଳିତ ଥର ଅଲିମ୍ପିକ ହେବ କି ନାହିଁ ତାହା ଏପ୍ରିଲ୍‌ ୨୪ ସୁଦ୍ଧା ସମ୍ପୂର୍ଣ୍ଣ ଜଣାପଡ଼ିଯିବ। ତେବେ ଅଲିମ୍ପିକ୍‌ ନ ହେଲେ ୨୬୦୦ କୋଟି ଡଲାର ପାଣିରେ ପଡ଼ିବ ବୋଲି କୁହାଯାଉଛି। ପ୍ରତିକୂଳ ସ୍ଥିତିରେ ଅଲିମ୍ପିକର ସମୟକୁ ନା ବଦଳାଯିବ ଅବା ସ୍ଥଗିତ ରଖାଯିବ। ଏହାକୁ ଅଲମ୍ପିକ କମିଟି ନିଶ୍ଚିତ ଭାବେ ରଦ୍ଦ ହିଁ କରିବାର ଆଶଙ୍କା ଦେଖା ଦେଇଛି। ଚାଇନା ପରେ ବିଦେଶୀ ରାଷ୍ଟ୍ର ଭାବେ ଜାପାନରେ ଅଧିକ କରୋନା ସଂକ୍ରମଣ ଘଟିଛି। ଏହା ଅଲିମ୍ପିକ ପାଇଁ ବାଧା ସୃଷ୍ଟି କରିବ। ତେଣୁ ଅଲିମ୍ପିକ୍‌ କମିଟି ହିଁ ଖେଳାଳିଙ୍କ ହିତକୁ ଦୃଷ୍ଟିରେ ରଖି ନିର୍ଣ୍ଣୟ ନେବେ। ସୂଚନାଯୋଗ୍ୟ, ୧୯୧୬ ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ବର୍ଲିନ୍‌ ଅଲିମ୍ପିକ୍‌କୁ ରଦ୍ଦ କରାଯାଇଥିଲା। ୧୯୪୦ରେ ଟୋକିଓ ଅଲିମ୍ପିକକୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପାଇଁ ବନ୍ଦ କରି ଦିଆଯାଇଥିଲା। ସେହିପରି ୧୯୪୪ରେ ଲଣ୍ଡନ ଅଲିମ୍ପିକ ମଧ୍ୟ ଦ୍ୱିତୀୟ ବିଶ୍ୱଯୁଦ୍ଧ କାରଣରୁ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri