ଟ୍ରକ ଧକ୍କାରେ ଗଲା ଜୀବନ

ବଅଁରପାଳ, ୧୭ା୪(ଡି.ଏନ.ଏ.)- ବଅଁରପାଳ ଥାନା ୧୪୯ ନଂ. ଜାତୀୟ ରାଜପଥର ବଅଁରପାଳ ଓଭରବ୍ରିଜ ନିକଟରେ ଏକ ଟ୍ରକ ଧକ୍କାରେ ଶୁକ୍ରବାର ଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ତାଳଚେର ବଡଦାଣ୍ଡସାହିର ଅଶୋକ ଦାସ ବୋଲି ଜଣାପଡିଛି । ଘଟଣାରୁ ପ୍ରକାଶ, ଅଶୋକ ଓ ଅନ୍ୟ ଜଣେ ବାଇକ ଯୋଗେ ବଅଁରପାଳରୁ ତାଳଚେର ଆଡକୁ ଯାଉଥିବାବେଳେ ସମ୍ମୁଖରୁ ଆସୁଥିବା ଟ୍ରକ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଅଶୋକଙ୍କ ମୃତ୍ୟୁ ହୋଇଥିଲା। ଗୁରୁତରଙ୍କୁ ଅଗ୍ନିଶମ ସଂସ୍ଥାର କର୍ମଚାରୀମାନେ ଉଦ୍ଧାର କରି ଅନୁଗୋଳ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ବଅଁରପାଳ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri