ଟ୍ରକ ଧକ୍କାରେ ବିଜେଡି ଛାତ୍ର ନେତାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୧।୧୧: ଟ୍ରକ ଦୁର୍ଘଟଣାରେ ବଲାଙ୍ଗୀର ଜିଲା ଛାତ୍ର ବିଜେଡି ଉପସଭାପତିଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ସେ ହେଲେ ଉମାକାନ୍ତ ସେଠ।
ପ୍ରକାଶ ଯେ, ଉମାକାନ୍ତ ବାଇକ୍‌ ଯୋଗେ ଆର୍‌ଟିଓ ଅଫିସ ଆଡୁ ଯାଉଥିବାବେଳେ ବଲାଙ୍ଗୀର ପେଲେସ ଲାଇନ୍‌ ନିକଟରେ ସମ୍ମୁଖରୁ ଆସୁଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮(ଭାସ୍କର ରାଉତରାୟ ) : ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri