ଟ୍ରକ ଧକ୍କାରେ ଭାଙ୍ଗିଲା ବିଶ୍ରାମାଗାର

ଛେଣ୍ଡିପଦା,୧୨ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆପଡ଼ାଠାରେ ଏକ ଟ୍ରକ ଧକ୍କାରେ ବିଶ୍ରାମାଗାର ଭାଙ୍ଗିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି । ପୋଲିସ ସୂତ୍ରରୁ ପ୍ରକାଶ, ଛେଣ୍ଡିପଦାରୁ ଦେବଗଡ଼ ଯାଇଥିବା ଜାତୀୟ ରାଜପଥର ନୂଆପଡ଼ା ଛକଠାରେ ଶନିବାର ବିଳମ୍ବିତ ରାତିରେ ଓଡି୧୯ ସି ୪୬୯୬ ଟ୍ରକ ଛେଣ୍ଡିପଦାରୁ ଦେବଗଡ଼ ଯାଉଥିବାବେଳେ ଓଡି ୧୯ ସି ୩୮୮୦ ଟ୍ରକ ପଛରୁ ଧକ୍କା ଦେଇଥିଲା। ଫଳରେ ଓଡି୧୯ ସି ୪୬୯୬ ନଂ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା ବିଶ୍ରାମାଗାରକୁ ଧକ୍କା ଦେଇଥିଲା। ଖବର ପାଇ ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରିବା ସହିତ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri