ଟ୍ରକ ପଛରେ ପିଟିଲା ଟ୍ରକ, ୨ ଗୁରୁତର

ଖଲ୍ଲିକୋଟ,୫ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ବ୍ଲକ କେଶପୁର ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଟ୍ରକ (ନଂ.ଏପି୨୬ଟିଟି-୧୦୯୯) ରଖି ଚାଳକ ଓ ହେଲ୍‌ପର ମରାମତି କରୁଥିଲେ। ପଛରୁ ଆଉ ଏକ ଟ୍ରକ (ନଂ.ଟିଏନ୫୨ଏଫ୍‌-୬୯୨୨) ଆସି ଧକ୍କା ଦେଇଥିଲା। ଫଳରେ ଗାଡ଼ି ମରାମତି କରୁଥିବା ଡ୍ରାଇଭର ଓ ହେଲପରଙ୍କ ଗୋଡ଼ ଉପରେ ଚକା ଚଢ଼ି ଯାଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଖଲ୍ଲିକୋଟ ଡ଼ାକ୍ତରଖାନାକୁ ନେଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଦ୍ୱିତୀୟ ଟ୍ରକର ଚାଳକ ସାମାନ୍ୟ ଆହତ ହୋଇଛନ୍ତି। ଖଲ୍ଲିକୋଟ ପୋଲିସ ଟ୍ରକ ଦୁଇଟି ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?