ଟ୍ରକ ସହ ବାଇକ ଧକ୍କା, ଆରୋହୀ ଗୁରୁତର

ଯାଜପୁର ରୋଡ/କୋରେଇ,୧୦ା୯(ନି.ପ୍ର/ଡି.ଏନ୍‌.ଏ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଶର୍ମା ପେଟ୍ରୋଲ ପମ୍ପ ଡାଇଭରଶନ ନିକଟରେ ଏକ ବାଇକକୁ ଟ୍ରକ୍‌ ଧକ୍କା ଦେଇଛି। ଏଥିରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆରୋହୀ ଜଣଙ୍କ ବଡ଼ବିରୁହଁା ଗ୍ରାମର ଜୁଳିଆ ମହି। ସ୍ଥାନୀୟ ଲୋକ ଉଦ୍ଧାର କରିଥିଲେ। ରେଡକ୍ରସ ଆଜୀବନ ସଦସ୍ୟ ତାରିଣୀ କୁମାର ପଟ୍ଟନାୟକ ଖବର ପାଇ ଘଟଣାସ୍ଥଳରେ ପହଞ୍ଚତ୍ ଡାକ୍ତରଖାନାକୁ ପଠାଇଥିଲେ। ପୋଲିସ ଟ୍ରକ୍‌ ଓ ବାଇକୁ ଜବତ କରିଛି। ପ୍ରକାଶ ଯେ, ଜୁଳିଆ ବାଇକରେ ଆସୁଥିବାବେଳେ ଶର୍ମା ଡାଇଭରଶନ ନିକଟରେ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri