ଟ୍ରକ୍‌ ପଛରେ ପିଟିହେଲା ବୋଲେରୋ

କୋଳିମାଟି,୫।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନରେ ରହିଥିବା କନ୍ତୋମୂଶଳ ପୋଲ ନିକଟରେ ଗୁରୁବାର ଭୋର୍‌ ସମୟରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ଜୀବନ ଯାଇଥିବା ବେଳେ ଆଉ ଦୁଇଜଣ ଆହତ ହୋଇଛନ୍ତି।
ସୂଚନାନୁଯାୟୀ, ଯୋଡ଼ାରୁ ଗୋଟିଏ ବୋଲେରୋରେ ୩ ଜଣ କଟକ ଅଭିମୁଖେ ଯାଉଥିଲେ। ହଠାତ୍‌ କନ୍ତୋ ପୋଲ ନିକଟରେ ଛିଡ଼ା ହୋଇଥିବା ଏକ ଲୁହା ବୋଝେଇ ଟ୍ରକ ପଛରେ ଏହା ଧକ୍କା ଦେଇଥିଲା। ଫଳରେ ବୋଲେରୋରେ ବସିଥିବା ଡ୍ରାଇଭର ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ଆହତ ଯାତ୍ରୀଙ୍କୁ ଆନନ୍ଦପୁର ଉପଖଣ୍ଡ ମେଡିକାଲ ପଠାଇଥିଲେ। ତେବେ ସେଠାରେ ବୋଲେରୋ ଡ୍ରାଇଭରଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri