ଟ୍ରକ୍‌-ବାଇକ୍‌ ମୁହାଁମୁହିଁ : ବାଇକଚାଳକ ମୃତ

ଅନୁଗୋଳ ଅଫିସ,୮।୮: ଅନୁଗୋଳ ସହର ଉପକଣ୍ଠ ହୁଲୁରିସିଂହା ପୋଲ ନିକଟରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଅନୁଗୋଳରୁ ବେପାର ସାରି ରନ୍ତଲେଇ ଗ୍ରାମର ଦୁଃଖବନ୍ଧୁ ଦାସ ନିଜ ବାଇକରେ ଘରକୁ ଫେରୁଥିବା ସମୟରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଚିକିତ୍ସାଧୀନ ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri