ଟ୍ରମ୍ପ କଲେ କରୋନା ଭାଇରସ ଟେଷ୍ଟ

ଓ୍ବାଶିଂଟନ,୧୫।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ତାଙ୍କର କରୋନା ଭାଇରସ ଟେଷ୍ଟ କରାଇ ନେଇଛନ୍ତି। ତେବେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି। ସୂନଚାଯୋଗ୍ୟ, ଗତ ସପ୍ତାହରେ ଟ୍ରମ୍ପ ବ୍ରାଜିଲ ପ୍ରତିନିଧି ମଣ୍ଡଳଙ୍କ ସହ ସାକ୍ଷାତ୍‌ କରିବା ବେଳେ ସେମାନଙ୍କ ସହ ହାତ ମିଳାଇଥିଲେ। ଏହାପରେ ଜଣାପଡିଥିଲା କି ବ୍ରାଜିଲର ଯେଉଁ ପ୍ରତିନିଧି ମଣ୍ଡଳଙ୍କ ସହ ଟ୍ରମ୍ପ ହାତ ମିଳାଇଛନ୍ତି ସେମାନଙ୍କ ମଧ୍ୟରୁ ଜଣେ କରୋନାରେ ସଂକ୍ରମିତ। ଏହା ଜାଣିବା ପରେ ଟ୍ରମ୍ପ କରୋନା ଟେଷ୍ଟ କରିବାକୁ ନିଷ୍ପତ୍ତି ନେଇଥିଲେ। ଏପର୍ଯ୍ୟନ୍ତ ଆମେରିକାର ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨,୨୨୬ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri