ଟ୍ରମ୍ପଙ୍କ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ଜେରୁଜେଲମ,୧୬।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ତା’ କବଳକୁ ନେଇ ସାରିଲାଣି। ଚାଇନା ପରେ ଏହା ପାଖାପାଖି ୧୪୫ ଦେଶକୁ ବ୍ୟାପିଥିବା ବେଳେ ଇଟାଲି ଏବେ ଏହାର ନୂଆ ଠିକଣା ପାଲଟି ଯାଇଛି। ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର କରୋନା ଟେଷ୍ଟ କରିଥିବା ବେଳେ ଏହା ନେଗେଟିଭ ଥିବା ଜଣାପଡିଥିଲା। ଟ୍ରମ୍ପ ନିକଟରେ ଯେଉଁ ପ୍ରତିନିଧି ମଣ୍ଡଳଙ୍କ ସହ ମିଶିଥିଲେ ସେମାନଙ୍କ ମଧ୍ୟରୁ ଜଣେ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଟ୍ରମ୍ପ ତାଙ୍କର କରୋନା ଟେଷ୍ଟ କରାଇଥିଲେ। ଏହାପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ମଧ୍ୟ ତାଙ୍କର କରୋନା ଟେଷ୍ଟ କରିଥିବା ଜଣାପଡିଛି। ହେଲେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବା କହିଛି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ। କେବଳ ନେତନ୍ୟାହୁ ନୁହେଁ ତାଙ୍କ ପାଖରେ ଥିବା କେତେଜଣଙ୍କର କରୋନା ଟେଷ୍ଟ କରାଯାଇଥିବା ବେଳେ ସମସ୍ତେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri