Posted inଜାତୀୟ

ଟ୍ରମ୍ପଙ୍କୁ ୬ଶହ ଗ୍ରାମ ଓଜନର ଚାନ୍ଦିରେ ତିଆରି ଚାବି ଉପହାର ଦେବେ ଆଗ୍ରା ମେୟର

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ଆଗ୍ରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ଆଗ୍ରାର ମେୟର ନବୀନ ଜୈନ ତାଙ୍କୁ ଆଗ୍ରା ସହରର ଏକ ଚାବି ଉପହାର ଦେବେ ବୋଲି ଜଣାପଡିଛି। ଏହା ଚାନ୍ଦିରେ ତିଆରି କରାଯାଇଥିବା ବେଳେ ଏହାର ଓଜନ ରଖାଯାଇଛି ୬୦୦ଗ୍ରାମ। ତେବେ ଚାବି ଉପହାର ଦେବା ପଛରେ କାରଣ ହେଉଛି ଯେ କୌଣସି ଅତିଥି ସହରକୁ ଅନଲକ୍‌ କରିବାକୁ ଏହି ଚାବି ଉପହାର ଦିଆଯାଇଥାଏ। ଏହାପରେ ତାଲା ଖୋଲି ଅତିଥି ସହର ମଧ୍ୟରେ ପ୍ରବେଶ କଲେ ତାଙ୍କୁ ସ୍ବାଗତ କରାଯାଇଥାଏ। କୌଣସି ଦେଶର ରାଷ୍ଟ୍ରପତି ଭାରତର ଯେ କୌଣସି ସହରକୁ ଗସ୍ତ କରିବା ବେଳେ ସହରର ପ୍ରଥମ ନାଗରିକ ଅର୍ଥାତ୍‌ ମେୟର ତାଙ୍କୁ ଚାବି ଉପହାର ଦେବାର ପରମ୍ପରା ରହିଛି ବୋଲି କୁହାଯାଏ। ସୂଚନାଯୋଗ୍ୟ, ଆଗ୍ରାରେ ଟ୍ରମ୍ପଙ୍କ ସ୍ବାଗତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri