ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ: ୩ ବର୍ଷରେ ଖର୍ଚ୍ଚ ହୋଇଛି ୭ଶହ ୯୦ କୋଟି

ଓ୍ବାଶିଂଟନ,୨୫।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ ଯୋଗୁ ଗତ ୩ ବର୍ଷରେ ସରକାରଙ୍କୁ ୭ଶହ ୯୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି। ଏଥିପାଇଁ ୮୪ଟି କାର୍ଟର ଭଡ଼ା ବାବଦରେ ୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଟ୍ରମ୍ପ୍‌ ନିଜର ୧୭ଟି ଗଲ୍ଫ କୋର୍ସକୁ ଇତିମଧ୍ୟରେ ୨୨୪ ଥର ବୁଲି ଯାଇଛନ୍ତି। ଓବାମା ନିଜର ୮ ବର୍ଷର କାର୍ଯ୍ୟକାଳ ମଧ୍ୟରେ ୧୬୬୫ ଘଣ୍ଟାର ଗଲ୍ଫ ଖେଳିଥିବାବେଳେ ଟ୍ରମ୍ପ୍‌ ୩ ବର୍ଷ ମଧ୍ୟରେ ୨୨ଶହ ଘଣ୍ଟା ଖେଳିଛନ୍ତି। ଅପରପକ୍ଷରେ ଜର୍ଜ ଡବ୍ଲ୍ୟୁ ବୁଶ୍‌ ନିଜର ୮ ବର୍ଷର କାର୍ଯ୍ୟକାଳ ମଧ୍ୟରେ କେବଳ ୨୪ ରାଉଣ୍ଡ୍‌ ଗଲ୍ଫ ଖେଳିଥିଲେ ବୋଲି ସରକାରୀ ଖରିଦ୍‌ ବିଭାଗ(ଫେଡେରାଲ ପ୍ରକ୍ୟୁରମେଣ୍ଟ୍‌) ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri