Posted inଜାତୀୟ

ଟ୍ରମ୍ପ୍‌ଙ୍କ ଦୁଇଦିନିିଆ ଭାରତ ଗସ୍ତ ଶେଷ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦୁଇଦିନିଆ ଭାରତ ଗସ୍ତ ଶେଷ ହୋଇଛି। ଦ୍ୱିତୀୟ ଦିନରେ ସେ ଭାରତ ସହ ବାଣିଜି୍ୟକ ଆଲୋଚନା, ପ୍ରତିରକ୍ଷା ଚୁକ୍ତି କରିବା ସହ ତିନିଥର ମିଡିଆକୁ ସମ୍ବୋଧନ କରିଥିଲେ। ପ୍ରତିରକ୍ଷା ସହଯୋଗ କ୍ରମେ ଭାରତକୁ ଶକ୍ତିଶାଳି ଆପାଚେ ଓ ଏମ୍‌ଏଚ୍‌-୬୦ ରୋମିଓ ହେଲିକପ୍ଟର ସହ ଆଡ୍‌ଭାନ୍ସଡ୍‌ ଯୁଦ୍ଧାସ୍ତ୍ର ଦେବାକୁ ଟ୍ରମ୍ପ ଚୁକ୍ତି କରିଥିଲେ। ମିଳିତ ପ୍ରତିରକ୍ଷା ସହଯୋଗ ଲାଗି ସମ୍ମତି ପ୍ରକାଶ କରିଥିଲେ। ଏଥିସହ ଶକ୍ତି, ତୈଳ ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଭାରତ- ଆମେରିକା ମଧ୍ୟରେ ୩ ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ଭାରତର ଭଲପାଇବା ଓ ଅତିଥି ସତ୍କାରକୁ ସେ ଉଚ୍ଚ ପ୍ରଶଂସା କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଟ୍ରମ୍ପଙ୍କ ସମ୍ମାନାର୍ଥେ ହୋଇଥିବା ନୈଶ୍ୟଭୋଜିରେ କ୍ୟାବିନେଟ ସହଯୋଗୀ, ଫିଲ୍ମ, aମିଡିଆ ଓ କ୍ରିଡ଼ା ସହ ଯୋଡ଼ି ହୋଇଥିବା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଟ୍ରମ୍ପ, ପତ୍ନୀ ମେଲାନିଆ ଭାରତ ଗସ୍ତ ଶେଷକରି ରାତି ୧୦.୩୦ରେ ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri