ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା। ଏଥିରେ ବସିଥିବା ଜମ୍ବେବ ଗୁରୁତର ହୋଇଥିଲେ। ତାଙ୍କୁ ସାରଙ୍ଗଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସାରଙ୍ଗଗଡ଼ ଥାନାରେ ନଂ.୪୮/୧୯ରେ ମାମଲା ରୁଜୁ ହୋଇଥିବା ଓଆଇସି ରଶ୍ମିତା ସାମଲ କହିଛନ୍ତି। ମୃତକଙ୍କ ପରିବାର ପକ୍ଷରୁ ସରକାରୀ ସହାୟତା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri