ଟ୍ରାକ୍ଟର ଡାଲାରୁ ଖସି ଯୁବକଙ୍କ ପ୍ରାଣଗଲା

ତୁମୁଡିବନ୍ଧ,୨୫।୫(ଡି.ଏନ୍‌.ଏ.)- ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ଟ୍ରାକ୍ଟର ଡାଲାରୁ ଖସିପଡି ଜଣେ ଯୁବକଙ୍କର ଶନିବାର ମୃତ୍ୟୁ ହୋଇଛି। ସେ ହେଲେ ତୁମୁଡିବନ୍ଧ ପଞ୍ଚାୟତ ଝରିଆପଦା ଗ୍ରାମର ବାଲେଶ୍ୱର ଦଣ୍ଡସେନା।
ବାଲେଶ୍ୱର କେତେଜଣ ଶ୍ରମିକଙ୍କ ସହ ମିଶି ପୂର୍ବାହ୍ନ ପ୍ରାୟ ୯ଟାରେ ଟ୍ରାକ୍ଟର (ନଂ.ଓଡି୧୨ବି-୫୯୫୦)ରେ ବାଲି ବୋଝେଇ କରି ଗୁମା ପଞ୍ଚାୟତ ପେଡମ ଗ୍ରାମକୁ ଯାଉଥିଲେ। ବେଲଘର ରାସ୍ତା ପୂଜାଘାଟି ବୁଲାଣିରେ କୌଣସି କାରଣରୁ ବାଲେଶ୍ୱର ଡାଲାରୁ ଖସି ପଡିଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ତୁମୁଡିବନ୍ଧ ପୋଲିସ ପହଞ୍ଚତ୍ ମୃତଦେହ ଜବତ ବ୍ୟବଚ୍ଛେଦ ପାଇଁ ତୁମୁଡିବନ୍ଧ ମେଡିକାଲକୁ ପଠାଇଥିଲା। ଏନେଇ ନଂ.୪୧/୧୯ରେ ଏକ ମାମଲା ରୁଜୁ ହୋଇଥିବା ତୁମୁଡିବନ୍ଧ ଥାନା ଅଧିକାରୀ ଓ ଏ.ଏସ୍‌.ଆଇ ଜୁଗଳ କିଶୋର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri