ଟ୍ରାକ୍ଟର ଦୁର୍ଘଟଣା, ଜଣେ ମୃତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)। ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରନ୍ତି। ବାଲି ଆଣିବା ପାଇଁ ସେ ଟ୍ରାକ୍ଟର ଡାଲାରେ ବସି ସିଆଙ୍ଗବାଲିରୁ ଗଦଡି ଯାଉଥିଲେ। ରାଜେନପାଙ୍ଗା ନିକଟରେ ଟ୍ରାକ୍ଟର ଚକା ପଥର ଉପରେ ଚଢ଼ିଯିବାରୁ ମସେସ ଡାଲାରୁ ଖସି ପଡିଥିଲେ। ତାଙ୍କ ଉପରେ ଟ୍ରାକ୍ଟର ଚକା ଚଢି ଯାଇଥିଲା। ତାଙ୍କୁ ଉଦ୍ଧାର କରି ପ୍ରଥମେ ଦାରିଙ୍ଗବାଡି ମେଡିକାଲ ଓ ପରେ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ନଂ.୧୪୨/୧୯ ରୁଜୁ ହୋଇଛି। ସବଇନ୍ସପେକ୍ଟର ଗୋପାଳକୃଷ୍ଟ ଆଗୁପାତ୍ର ବାଲିଗୁଡାରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri