ଟ୍ରାଫିକ ଟ୍ରେନିଂ ପାର୍କର ପଞ୍ଚମ ବର୍ଷ ପୂର୍ତ୍ତି ପାଳିଲା ହୋଣ୍ଡା

ଭୁବନେଶ୍ୱର,୨୭-୬: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ (ଏଚ୍‌ଏମ୍‌ଏସ୍‌ଆଇ) ଭୁବନେଶ୍ୱର ଏବଂ କଟକସ୍ଥିତ ଟ୍ରାଫିକ ଟ୍ରେନିଂ ପାର୍କର ପଞ୍ଚମ ବର୍ଷ ପୂର୍ତ୍ତି ପାଳନ କରିଛି। ସ୍ଥାନୀୟ ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷଙ୍କ ସହ ମିଳିତ ଭାବେ କମ୍ପାନୀ ପୂର୍ତ୍ତୀ ପାଳନ କରିଥିବା ସୂଚନା ଦେଇଛି। କାର୍ଯ୍ୟକ୍ରମରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଅନୀଲ କୁମାର ସାମଲ, ଭୁବନେଶ୍ୱର-୧ ଆଞ୍ଚଳିକ ପରିବହନ ଅଧିକାରୀ ପି.କେ. ମହାନ୍ତି, ଭୁବନେଶ୍ୱର-୨ ଆଞ୍ଚଳିକ ପରିବହନ ଅଧିକାରୀ ସଞ୍ଜୟ ବେହେରା ଉପସ୍ଥିତ ଥିଲେ। ସ୍କୁଲ ଛାତ୍ରୀଛାତ୍ରୀଙ୍କ ପାଇଁ କମ୍ପାନୀ ପକ୍ଷରୁ ନିରାପତ୍ତା ସମର କ୍ୟାମ୍ପ ଏହି ଅବସରରେ ଶୁଭାରମ୍ଭ ହୋଇଥିଲା। ଗତ ୫ ବର୍ଷରେ କମ୍ପାନୀ ୨ ଲକ୍ଷରୁ ଅଧିକ ଲୋକଙ୍କୁ ସଡକ ସୁରକ୍ଷା ନେଇ ହୋଣ୍ଡା ସଚେତନ କରାଇଛି। ସେହିଭଳି ଡ୍ରିମ ରାଇଡିଂ ପଦକ୍ଷେପ ଦ୍ୱାରା ୮,୦୦୦ ମହିଳାଙ୍କୁ ୨ ଚକିଆ ଯାନ ଚାଳନା ନେଇ ତାଲିମ ଦିଆଯାଇଛି। ସଡକ ସୁରକ୍ଷା ସଚେତନତା ବୃଦ୍ଧି କରିବା ନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା କମ୍ପାନୀର ହୋଣ୍ଡା ମୋଟର ସାଇକେଲ ଇଣ୍ଡିଆର ବ୍ରାଣ୍ଡ ଏବଂ କମ୍ୟୁନିକେଶନ ଉପସଭାପତି ପ୍ରଭୁ ନାଗରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା

ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri