ଟ୍ରାଫିକ ବ୍ୟବସ୍ଥା ସୁଧାର ନେଇ ଜିଲାପାଳଙ୍କ ବୈଠକ

ଯୋଡା,୯।୮(ଡି.ଏନ୍‌.ଏ.): ଯୋଡା ପୌରପାଳିକା ସଭାଗୃହରେ ଜିଲାପାଳ ଆଶିଷ ଠାକ୍‌ରେ ଓ ଚମ୍ପୁଆ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଖଣି କମ୍ପାନୀ ଓ କାରଖାନା ପ୍ରତିନିଧିଙ୍କ ସହିତ ବ୍ୟାପକ ଆଲୋଚନା ହୋଇଥିଲା। ୫୨୦ ନଂ. ଜାତୀୟ ରାଜପଥ, ମୁର୍ଗା-ବିଲେଇପଦା, ଯୋଡା-ବାମେବାରୀ ରାସ୍ତାରେ ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ପାଇଁ ପ୍ରତ୍ୟେକ ଖଣି ଓ କାରଖାନା କର୍ତ୍ତୃପକ୍ଷ ନିଜସ୍ବ ଗାଡି ପାର୍କିଂ ସ୍ଥଳ କରିବା ସହିତ ପାଟ୍ରୋଲିଂ ପାଇଁ ଗାଡି ଓ ସୁରକ୍ଷାକର୍ମୀ ନିୟୋଜିତ କରିବେ । ଏଥି ସହିତ ସ୍କୁଲ ଛାତ୍ରୀଛାତ୍ର, ଆମ୍ବୁଲାନ୍ସ, ଟ୍ରାଫିକ୍‌ ଜାମ୍‌ରେ କିପରି ନ ପଡିବେ ସେ ଦିଗରେ ପ୍ରଶାସନ ନିୟମିତ ଦୃଷ୍ଟି ଦେବ ବୋଲି ଜିଲାପାଳ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri