Posted inଜାତୀୟ

ଟ୍ରେନରେ ଓମ୍‌ ବିର୍ଲା ଭର୍ସେସ୍‌ ମଦୁଆ: ଯୁବକଙ୍କୁ ଗିରଫ କଲା ଆରପିଏଫ୍‌ ପୋଲିସ

ନୂଆଦିଲ୍ଲୀ,୧୦।୯: ଟ୍ରେନରେ ମଦୁଆଙ୍କୁ ଉଚିତ ଶିକ୍ଷା ଦେଲେ ଲୋକ ସଭା ବାଚସ୍ପତି। ନୂଆଦିଲ୍ଲୀରୁ ଇନ୍ଦୋର ଇଣ୍ଟରସିଟି ଏକ୍ସପ୍ରେସର ଏସି ବଗିରେ ରବିବାର ଲୋକ ସଭା ବାଚସ୍ପତି ଯାତ୍ରା କରୁଥିଲେ। ସେହି ସମୟରେ ତାଙ୍କ ପାଖ ବଗିରେ ବସିଥିବା କିଛି ଯୁବକ ନିଶା ସେବନ କରୁଥିଲେ। ଏଥିସହ ଟ୍ରେନରେ ହଙ୍ଗାମା ମଧ୍ୟ କରିଥିଲେ, ଯାହାକୁ ଅଟକାଇବା ପାଇଁ ଓମ୍‌ ବିର୍ଲା ଯାଇଥିବା ବେଳେ ତାଙ୍କ ବ୍ୟକ୍ତିଗତ ସଚିବଙ୍କୁ ଯୁବକମାନେ ଦୁର୍ବ୍ୟବହାର କରିଥିଲେ। ଏଣୁ ବିର୍ଲା ପୋଲିସକୁ ଖବର ଦେଇଥିଲେ। ଏହାପରେ ମଥୁରା ଜଙ୍କସନ୍‌ରେ ଟ୍ରେନ ପହଞ୍ଚିବା ପରେ ଆରପିଏଫ୍‌ ଓ ଜିଆରପି ପୋଲିସ ସମ୍ପୃକ୍ତ ଯୁବକମାନଙ୍କୁ ଗିରଫ କରିଥିଲା। ଏହାପରେ ସୋମବାର ରେଲଓ୍ବେ ମାଜିଷ୍ଟ୍ରେଟଙ୍କ କୋର୍ଟରେ ୪ଜଣ ଯୁବକଙ୍କୁ ହାଜର କରାଯାଇ ଜେଲ୍‌କୁ ପଠାଇ ଦିଆଯାଇଛି। ଲୋକ ସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ ଏମ୍‌ପିମାନଙ୍କୁ ସବୁବେଳେ ଓମ୍‌ ବିର୍ଲା ତାଗିଦ୍‌ କରୁଥିବା ବେଳେ ଏବେ ମଦୁଆଙ୍କୁ ସାବାଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri