ଟ୍ରେନ୍‌ରେ କଟିଲା ଯୁବକଙ୍କ ଦୁଇଗୋଡ଼, ହାତ

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ରାମଚନ୍ଦ୍ରପୁରସ୍ଥିତ ରେଳ ଧାରଣାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ୨ ଗୋଡ଼ ଓ ଗୋଟିଏ ହାତ କଟିଯାଇଥିବା ଜଣାପଡ଼ିଛି।

ସୂଚନାନୁସାରେ, ବୁଧବାର ରାତିରେ ରାମଚନ୍ଦ୍ରପୁରର ସୁଦାମ ଭୋଇ ଗାଁ ନିକଟସ୍ଥ ରେଳ ଧାରଣା ପାର ହୋଇଯାଉଥିବା ବେଳେ ଏହି ସମୟରେ ପୁରୀରୁ ଜୁନାଗଡ଼ ଫେରୁଥିବା ଶ୍ରୀକ୍ଷେତ୍ର ରଥଯାତ୍ରା ସ୍ପେଶାଲ ଟ୍ରେନ୍‌ ଅଚାନକ ଚାଲି ଆସିଥିଲା। ସୌଭାଗ୍ୟ ବଶତଃ ତାଙ୍କ ଜୀବନ ଅଳ୍ପକେ ବଞ୍ଚି ଯାଇଥିବା ବେଳେ ଦୁଇ ଗୋଡ଼ ଏବଂ ଗୋଟେ ହାତ କଟିଯିବାରୁ ଗୁରୁତର ହୋଇଛନ୍ତି। ତାଙ୍କୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରି ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

CJPର ବଡ଼ ଘୋଷଣା! NEET ଆନ୍ଦୋଳନ ପରେ ଏବେ ଆରମ୍ଭ କରିବ ନୂଆ ଅଭିଯାନ, ସେପ୍ଟେମ୍ବରରୁ…

ନୂଆଦିଲ୍ଲୀ,୬।୮: NEET ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ଆନ୍ଦୋଳନ କରିଥିବା ‘କକ୍ରୋଚ ଜନତା ପାର୍ଟି’ (CJP) ଏକ ବଡ଼ ଘୋଷଣା କରିଛି। ପାର୍ଟିର ସଂସ୍ଥାପକ…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

୨ ବର୍ଷ ହେଲାଣି ବିଦ୍ୟୁତ କେବୁଲ ସଂଯୋଗ ପାଇଁ ଦାବି କରୁଛନ୍ତି ହିତାଧିକାରୀ: ପୂରଣ ହେଉନି..

କେସିଙ୍ଗା,୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଟିଡିପିଏଲ ଅଧୀନସ୍ଥ ବାଲସି, ମଶାଣିବନ୍ଧ, କାଣ୍ଡେଲ ସମେତ ବ୍ଲକର ବିଭିନ୍ନ ଗ୍ରାମରେ ଦୁଇ ବର୍ଷରୁ ଉଦ୍ଧର୍‌ବ ହେଲା ନୂଆ ଖମ୍ବ…

ପିଅନଙ୍କ ଅବସର ପରେ ସୂଚନା, ଲୋକସମ୍ପର୍କ କାର୍ଯ୍ୟାଳୟରେ ଝୁଲୁଛି ତାଲା

ଜି.ଉଦୟଗିରି,୬ା୮(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ୧୯୮୦ରେ ପ୍ରତିଷ୍ଠା ହୋଇଥିବା ବେଳେ ଏଠାରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛୁ। ପୂର୍ବରୁ…

ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ସହ କ୍ରିକେଟରଙ୍କ କଥାବାର୍ତ୍ତକୁ ନେଇ ହେଉଛି ଆଲୋଚନା, ଭାଇରାଲ ହେଲାଣି ଭିଡ଼ିଓ

ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ତିଲକ ବର୍ମା ଏବେ ଏବେ ଜିମ୍ବାୱେରୁ ଫେରିଛନ୍ତି, ଯେଉଁଠାରେ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ 3-0ରେ ଜିତିଥିଲା। ଯଦିଓ ତିଲକ…

ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ…

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri