ଟ୍ରେନ୍‌ ଚେନ୍‌ ଟାଣି ୧୫୩୪ ପ୍ରବାସୀ ଓହ୍ଲାଇବା ଘଟଣା: ୨୭ଟି ବସ୍‌ ଯୋଗେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇଲା ପ୍ରଶାସନ

ଛତ୍ରପୁର,୩୦ା୫(ଡି.ଏନ୍‌.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍‌ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣାସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍‌ପି ବ୍ରିଜେଶ କୁମାର ରୟ, ପୋଲିସ, ଆର୍‌ପିଏଫ୍‌ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ପ୍ରବାସୀମାନଙ୍କୁ ବୁଝାସୁଝା କରିଥିଲେ। ପରେ ଏଣେତେଣେ ବୁଲୁଥିବା ସମସ୍ତ ପ୍ରବାସୀଙ୍କୁ ଉଦ୍ଧାର କରଯାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆରଟିଓ ସଞ୍ଜୟ ବିଶାଳ ୨୭ଟି ବସ୍‌ର ବ୍ୟବସ୍ଥା କରିଥିଲେ। ରାତି ସାରା ଉଦ୍ଧାର ଓ ଥଇଥାନ କାର୍ଯ୍ୟ ଚାଲିଥିଲା। ବସ୍‌ ଯୋଗେ ସମସ୍ତ ପ୍ରବାସୀଙ୍କୁ ନିଜ ନିଜ ଅଞ୍ଚଳର କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri