ଟ୍ରେନ୍‌ରୁ ଖସି ଦାଦନ ଶ୍ରମିକ ମୃତ: ଆର୍ଥତ୍କ ସହାୟତା ଦେବାକୁ ଦାବି

ଭବାନୀପାଟଣା,୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ମାଣ୍ଡେଲ ଗ୍ରାମର ଯୁଧିଷ୍ଠିର ଗଉଡ (୪୦)ଙ୍କ ଟ୍ରେନ୍‌ରୁ ଖସି ମୃତ୍ୟୁ ଘଟିଛି। ଯୁଧିଷ୍ଠିର ୫ ମାସ ତଳେ କେରଳକୁ କାମ କରିବାକୁ ଯାଇଥିଲେ। ଘରକୁ ଫେରୁଥିବା ବେଳେ ତିରଶୁଲ ଓ ପାଲକାଡି ରେଳ ଷ୍ଟେଶନ ମଝିରେ ଟ୍ରେନ୍‌ରୁ ପଡି ମୃତ୍ୟୁ ଘଟିଥିଲା। ଅର୍ଥ ଅଭାବରୁ ପରିବାର ଲୋକ ମୃତଦେହ ନ ଆଣିପାରିବାରୁ ଜିଲା ପ୍ରଶାସନ ପରିବାରକୁ ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri