ଟ୍ରେନ୍‌ରୁ ୧୫ କଇଁଛ ଉଦ୍ଧାର:ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୨।୯(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ଆରପିଏଫ୍‌ ଥାନା ପୋଲିସ ରବିବାର ଏକ ଟ୍ରେନ୍‌ରେ ଚଢ଼ାଉ କରି ୧୫ଟି ଦେଶୀ କଇଁଛ ଉଦ୍ଧାର କରିଛି। ଏଥିସହ ଅଭିଯୁକ୍ତ ରୂପ୍‌ସା ଥାନା ବରହମ୍‌ପୁର ଗ୍ରାମର ଶଙ୍କର ଚନ୍ଦ୍ର ଗୋଚ୍ଛାୟତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଓ ଉଦ୍ଧାର କଇଁଛକୁ ବାଲେଶ୍ୱର ବନବିଭାଗକୁ ହସ୍ତାନ୍ତର କରାଯାଇଛି। ଫରେଷ୍ଟର ବିବେକାନନ୍ଦ ଜେନା ଶଙ୍କରଙ୍କ ବିରୋଧରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି।
ପୁରୀ-ହାଓ୍ବଡ଼ା ଜଗନ୍ନାଥ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଭିଯୁକ୍ତ ଶଙ୍କର ଓ ଅନ୍ୟ ଜଣେ ସହଯୋଗୀ ଦେଶୀ କଇଁଛ ନେଇ ପଶ୍ଚିମବଙ୍ଗ ଯାଉଥିଲେ। ଖବରପାଇ ଆର୍‌ପିଏଫ୍‌ ଥାନା ପୋଲିସ ସମମସ୍ତ ବଗି ଯାଞ୍ଚ କରି ଜଳେଶ୍ୱର ଷ୍ଟେଶନରେ ଅଭିଯୁକ୍ତଙ୍କୁ କାବୁ କରିବା ସହ କଇଁଛ ସବୁକୁ ଉଦ୍ଧାର କରିଥିଲେ। ଅନ୍ୟ ଜଣେ ସହଯୋଗୀ ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri