ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ବାଘମାରୀ ଓଭରବ୍ରିଜ୍ଠାରେ ଗୁରୁବାର ଟ୍ରେନ୍ରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାଘମାରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରି ନାହିଁ।
ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ବାଘମାରୀ ଓଭରବ୍ରିଜ୍ଠାରେ ଗୁରୁବାର ଟ୍ରେନ୍ରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାଘମାରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରି ନାହିଁ।
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
