ଟ୍ରେନ୍‌ରେ ବମ୍ବେରୁ ଆସି ଭୁବନେଶ୍ୱରରେ ଫସିଥିଲେ ଯୁବତୀ: ସହାୟତାର ହାତ ବଢ଼ାଇଲେ ସବ୍ୟସାଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ସୁନ୍ଦରଗଡ଼ର ପିଙ୍କି ମିଞ୍ଜ ବମ୍ବେର ଏକ କମ୍ପାନୀରେ କାମ କରୁଥିଲେ। ଟ୍ରେନ୍‌ ଚାଲିବା ପରେ ସେ ଆସି ଭୁବନେଶ୍ୱରରରେ ପହଞ୍ଚିଥିଲେ। ହେଲେ ଟ୍ରେନ୍‌ରେ ତାଙ୍କର ଟଙ୍କା, ମୋବାଇଲ ଏବଂ ଆଧାରକାର୍ଡ ଚୋରି ହୋଇଯାଇଥିଲା। ଫଳରେ ସେ ଭୁବନେଶ୍ୱରରେ ଫସି ରହିଥିଲେ। ଏ ନେଇ ଖବର ପାଇ ଶନିବାର ଅଭିନେତା ସବ୍ୟସାଚୀ ମିଶ୍ର ପହଞ୍ଚି ପିଙ୍କିଙ୍କୁ ସାହାଯ୍ୟର ହାତ ବଢ଼ାଇଥିବା ସୂଚନା ମିଳିଛି। ଅଭିନେତା ତାଙ୍କୁ ଟଙ୍କା ଦେବା ସହ ମାସ୍କ , ସାନିଟାଇଜର ଦେଇଛନ୍ତି। ତେବେ ସୁନ୍ଦରଗଡ଼କୁ ବସ୍‌ ଚାଲୁ ନ ଥିବାରୁ ଯୁବତୀଙ୍କୁ ଭୁବନେଶ୍ୱରର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଛି। ବସ୍‌ ଚାଲିବା ପରେ ଯୁବତୀଙ୍କ ଘରକୁ ଫେରିବାର ବ୍ୟବସ୍ଥା କରାଯିବ ବୋଲି ସବ୍ୟସାଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri