ଟ୍ରେନ୍‌ରେ ଯାତ୍ରୀ ଛାଡିଥିବା ବ୍ୟାଗ ଦେଲା ଆରପିଏଫ୍‌

ଛତ୍ରପୁର,୨ା୯(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି ା ସୋମବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା କାଞ୍ଚିଲି ଥାନା ଅଧିନ କୋକିଲିପୁଟୁଗ ଗାଁର କ୍ଷେତ୍ରବାସୀ ସାହୁ ତିରୁପତି-ଭୁବନେଶ୍ୱର ଏକ୍ସପ୍ରେସରୁ ସୋମପେଟା ଷ୍ଟେଶନରେ ଓହ୍ଲାଇଥିଲେ । ହେଲେ ସେ ଉକ୍ତ ଟ୍ରେନ୍‌ରେ ତାଙ୍କର ଟ୍ରଲି ବ୍ୟାଗ୍‌କୁ ଭୁଲରେ ଛାଡି ଦେଇଥିଲେ । ଏ ନେଇ କ୍ଷେତ୍ରବାସୀ ଛତ୍ରପୁରରେ ଥିବା ତାଙ୍କ ସାଙ୍ଗକୁ ଫୋନ୍‌ କରି ଛତ୍ରପୁର ଆଉଟପୋଷ୍ଟର ଏଏସଆଇ ଏସ. ଏ ପାତ୍ରଙ୍କ ମୋବାଇଲ ଫୋନ୍‌ ନମ୍ବର ନେଇ ଘଟଣା ସମ୍ପର୍କରେ ଜଣାଇଥିଲେ ା ପରେ ଏଏସଆଇ ପାତ୍ର, କନେଷ୍ଟବଳ ଏସ୍‌. ବେହେରା ଛତ୍ରପୁର ଷ୍ଟେଶନରେ ଉକ୍ତ ଟ୍ରେନ୍‌ରୁ କ୍ଷେତ୍ରବାସୀଙ୍କ କହିବା ମୁତାବକ କୋଚ୍‌ ଓ ବର୍ଥ ନିକଟରୁ ତାଙ୍କ ବ୍ୟାଗ ପାଇଥିଲେ । ବ୍ୟାଗ୍‌ ମିଳିଥିବା ସମ୍ପର୍କରେ କ୍ଷେତ୍ରବାସୀଙ୍କୁ ଜଣାଥ ଦିଆଯିବାରୁ ସେ ଛତ୍ରପୁର ଆଉଟପୋଷ୍ଟକୁ ଆସି ଉକ୍ତ ଟ୍ରଲି ବ୍ୟାଗ ନେଇଥିଲେ। ସେଥିରେ କ୍ଷେତ୍ରବାସୀଙ୍କ ସମସ୍ତ ଶିକ୍ଷାଗତ ପ୍ରମାଣପତ୍ର, ଓ ମୋବାଇଲ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri