ଟ୍ରେନ୍‌ରେ ଲୁଚି ପଳାଇ ଆସିଥିବା ୨ ଛାତ୍ର ଉଦ୍ଧାର

ଯାଜପୁର ରୋଡ୍‌,୧୬ା୯(ନି.ପ୍ର.)- ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳର କବାଡିପଡା ବିଦ୍ୟାଳୟର ୨ ଜଣ ଛାତ୍ରଙ୍କୁ ରବିବାର ଉଦ୍ଧାର କରାଯାଇଛି। ଏମାନେ ଖୋର୍ଦ୍ଧା ଭଦ୍ରକ୍‌ ଟ୍ରେନ୍‌ରେ ଚଢି ପଳାଇ ଆସିଥିଲେ। ସେମାନଙ୍କୁ ଯାତ୍ରୀମାନେ ଉଦ୍ଧାର କରି ଯାଜପୁର ଓ କେନ୍ଦୁଝର ରେଲ୍‌ଓ୍ବେ ଷ୍ଟେଶନ ଆର୍‌ପିଏଫ୍‌ ଥାନାରେ ଜିମା ଦେଇଛନ୍ତି। ଛାତ୍ରମାନେ ହେଲେ ସନ୍ତୋଷ ପାତ୍ର ୫ମ ଶ୍ରେଣୀ ଓ ମିହିର ସାହୁ ୨ୟ ଶ୍ରେଣୀ। ସେମାନଙ୍କୁ ଶିକ୍ଷକମାନେ ମାଡ଼ ଦେଇଥିବାରୁ ଭୟରେ ଲୁଚି ପଳାଇ ଆସିଥିବା ଆର୍‌ପିଏଫ୍‌ ଥାନାରେ ବୟାନ ଦେଇଛନ୍ତି। ଆର୍‌ପିଏଫ୍‌ କର୍ତ୍ତୃପକ୍ଷ ସେମାନଙ୍କ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri