ଭଦ୍ରକ ଅଫିସ, ୩୧ା୩- ୧୬ ନଂ. ଜାତୀୟ ରାଜପଥ ନିକଟରେ ଏକ ଶ୍ରମିକ ବୋଝେଇ ଟ୍ରେଲରକୁ ସୋମବାର ସନ୍ଧ୍ୟାରେ ପରିବହନ ବିଭାଗ ଜବତ କରିଛି। ଉକ୍ତ ଟ୍ରେଲରଠାରୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଜବତ ଟ୍ରେଲରକୁ ଗ୍ରାମାଞ୍ଚଳ ଥାନାକୁ ହସ୍ତାନ୍ତର କରାଯାଇଥିବା ବେଳେ ଉଦ୍ଧାର ଶ୍ରମିକମାନଙ୍କୁ ପ୍ରଶାସନର ନିର୍ଦ୍ଦେଶ କ୍ରମେ ଗେଲପୁର ସ୍କୁଲରେ ରଖାଯିବାର ବ୍ୟବସ୍ଥା କରାଯାଇଛି। ଏହି ଶ୍ରମିକ ମାନେ ଖୋର୍ଦ୍ଧାରୁ ଝାଡ଼ଖଣ୍ଡ ଯାଉଥିବା ସୂଚନା ମିଳିଛି।
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…
ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ
ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…
ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

