ଠକେଇ ମାମଲାରେ ଯୁବକ ଗିରଫ

ଚନ୍ଦାହାଣ୍ଡି, ୧୪ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ବରିଷ୍ଠ ନାଗରିକଙ୍କ ଏଟିଏମ୍ କାର୍ଡ ନେଇ ଅାକାଉଣ୍ଟରୁ ଲକ୍ଷାଧତ୍କ ଟଙ୍କା ଲୁଟ୍ ମାମଲାରେ ଜୁନାଗଡ଼ ପୋଲିସ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପୂଜାରୀଗୁଡା ଗ୍ରାମର ଚୈତନ୍ୟ ନାଗ (୨୪)ଙ୍କୁ ଗିରଫ କରିଛି ା ଏହାପରେ ଜୁନାଗଡ଼ ପୋଲିସ ଚନ୍ଦାହାଣ୍ଡି ପୋଲିସ ସହାୟତାରେ ଯୁବକଙ୍କ ଘରେ ଖାନ ତଲାସୀ କରିଥିବା ଚନ୍ଦାହାଣ୍ଡି ଥାନାଧତ୍କାରୀ ପ୍ରମାନନ୍ଦ ସୁନାନୀ କହିଛନ୍ତି ା
ପ୍ରକାଶ ଯେ, ଅଭିଯୁକ୍ତ ଚୈତନ୍ୟ ଜୁନାଗଡ ବ୍ଲକ ଚିକିଲିରେ ଥିବା ତାଙ୍କ ଜଣେ ସମ୍ପର୍କୀୟଙ୍କ ଘରକୁ ଯିବାଅାସିବା କରିଥାନ୍ତି ା ସେ ସ୍ଥାନୀୟ ଏଟିଏମ୍ରେ କେତେଗୁଡିଏ ନକଲି ଏଟିଏମ୍ କାର୍ଡ ଧରି ସେ ରହିଥାନ୍ତି ା ଏହି ସମୟରେ ଏଟିଏମ୍ରୁ ଟଙ୍କା ଉଠାଇ ଜାଣି ନ ଥିବା ବୟସ୍କ ଲୋକଙ୍କୁ ଟଙ୍କା ଉଠାଇ ଦେବା କହି ସେମାନଙ୍କ ଠାରୁ କାର୍ଡ ନେଇ ଚତୁରତାର ସହ ନକଲି କାର୍ଡ ଧରାଇ ସେଠାରୁ ଚମ୍ପଟ ମାରିଥାନ୍ତି ା ପରେ ସେମାନଙ୍କ ଅାକାଉଣ୍ଟର ଟଙ୍କା କାଢିଥାନ୍ତି ା ବୟସ୍କ ଲୋକମାନେ ଏହା ଜାଣି ପାରି ଚୈତନ୍ୟଙ୍କୁ ସନ୍ଦେହ କରି ଜୁନାଗଡ ଥାନାରେ ଅଭିଯୋଗ କରିଥିଲେ ା ଅଭିଯୋଗକୁ ଭିତ୍ତିକରି ଜୁନାଗଡ ଥାନା ଭାରପ୍ରାପ୍ତ ଅଧିକାରୀ ଉତ୍ତମ କୁମାର ସାହୁ, ଏ ସ୍ ଆଇ ସୁରେନ୍ଦ୍ର ସିଂ ଏଟିଏମ୍ର ସିସିଟିଭୁ ଫୁଟେଜ୍ ଯାଞ୍ଚ କରି ଚୈତନ୍ୟଙ୍କୁ ଗିରଫ କରିଥତ୍ଲେ ଏ ନେଇ ୩୦୭/୨୦ରେ ଏକ ମାମଲା ରୁଜୁ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri