ଠାକୁରମୁଣ୍ଡା ବଜାର ହେଲା ବିଶୋଧନ

ଠାକୁରମୁଣ୍ଡା,୮ା୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବଜାର ଅଞ୍ଚଳକୁ ବିଶୋଧନ କରାଯାଇଛି। କରୋନା ସଂକ୍ରମଣକୁ ରୋକିବାଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ କରାଯାଇଥିବାରୁ ଲୋକେ ଘରୁ ବାହାରକୁ ବାହାରୁ ନାହାନ୍ତି। ପ୍ରତ୍ୟେହ କିଛି ଲୋକ ବଜାରକୁ ପନିପରିବା, ତେଜରାତି ସାମଗ୍ରୀ, ଔଷଧ ଓ ବ୍ୟାଙ୍କକୁ ଟଙ୍କା ଉଠାଇବାକୁ ଆସୁଛନ୍ତି। ଏହି ଦୃଷ୍ଟିରୁ ବଜାର ଅଞ୍ଚଳରେ କରୋନା ସଂକ୍ରମଣର ଆଶଙ୍କା ଅଧିକ ରହୁଛି। ଠାକୁରମୁଣ୍ଡା ତହସିଲଦାର ଏବଂ ବିଡ଼ିଓଙ୍କ ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଠାକୁରମୁଣ୍ଡା ବଜାର, ରାସ୍ତା,ସ୍ବାସ୍ଥ୍ୟ କେନ୍ଦ୍ର,ବ୍ୟାଙ୍କ,ତହସିଲ ଓ ବ୍ଲକ ପରିସରକୁ ବ୍ଲିଚିଂ ସହିତ ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri