ଠାକୁରମୁଣ୍ଡା ବ୍ଲକର ୩୧୩୫ ପ୍ରବାସୀଙ୍କ ନାମ ପଞ୍ଜୀକରଣ

ଠାକୁରମୁଣ୍ଡା,୪।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ବିଭିନ୍ନ ରାଜ୍ୟକୁ ଯାଇ କାମ କରୁଥିବା ବ୍ୟକ୍ତି ତଥା ତାଙ୍କ ପରିବାର ସଦସ୍ୟ ନିଜର ନାମ ପଞ୍ଜୀକରଣ କରିଛନ୍ତି। ବାହାର ରାଜ୍ୟରେ ରହି କାମ କରୁଥିବା ବ୍ୟକ୍ତିଙ୍କ ମଧ୍ୟରୁ ୩ ତାରିଖ ସୁଦ୍ଧା ୩,୧୩୫ ସଦସ୍ୟ ପଞ୍ଜୀକରଣ କରିଥିବା ସୂଚନା ମିଳିଛି। ପଞ୍ଜୀକୃତ ସଦସ୍ୟମାନେ ନିଜ ଘରକୁ ଫେରିବା ପରେ ପ୍ରଶାସନ ପକ୍ଷରୁ ସେମାନଙ୍କୁ ସଙ୍ଗରୋଧ ଗୃହରେ ରଖାଯିବା ନିମନ୍ତେ ଆଗୁଆ ବ୍ୟବସ୍ଥା କରାଯାଇଛି। ବ୍ଲକର ମୋଟ ୧୮ଟି ପଞ୍ଚାୟତର ୩୮ଟି ସଙ୍ଗରୋଧ କେନ୍ଦ୍ରରେ ପ୍ରାରମ୍ଭିକ ଭାବେ ୨୦୨୫ଟି ବେଡ୍‌ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?