ଠାକୁରାଣୀ ପୂଜା ବେଳେ ପୂଜାରୀ ଗିରଫ

କପ୍ତିପଦା,୨୭ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶାଳଚୁଆ ପଞ୍ଚାୟତ ସୋଲଗଡିଆ ଦେହୁରୀ ସାହି ପକ୍ଷରୁ ବରଛକ ଠାକୁରାଣୀ ନିକଟରେ ଶୁକ୍ରବାର ଡାଳକଟା ପୂଜା ଅନୁଷ୍ଠିତ ହେଉଥିଲା ା ଲକ୍‌ ଡାଉନ ସତ୍ତ୍ୱେ ସାହି ବାସିନ୍ଦା ଏକତ୍ରିତ ହୋଇ ଢୋଲ ବଜାଇ ପୂଜାର୍ଚ୍ଚନା କରୁଥିଲେ। ଖବରପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚିବାରୁ ସେଠାରେ ଉପସ୍ଥିତ ଲୋକେ ଦୌଡ଼ି ପଳାଇଥିଲେ ା ମାତ୍ର ପୂଜା କରୁଥିବା ଦେହୁରୀ(ପୂଜାରୀ) ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍‌ଙ୍କୁ ପୋଲିସ କାବୁ କରି ନେଇଥିଲା। ଏନେଇ ଥାନାରେ ଏକ ମାମଲା (ନଂ.୮୨/୨୦୨୦) ରୁଜୁ ହୋଇଛି। ଶନିବାର ଦେହୁରୀ ମଲ୍ଳିକ୍‌ଙ୍କୁ କୋର୍ଟଚାଲାଣ କରାଯିବ ବୋଲି ପୋଲିସ କହିଛି। ଘଟଣାସ୍ଥଳରୁ ପୂଜା ସାମଗ୍ରୀ ଓ ବଳି ପାଇଁ ଉଦ୍ଦିଷ୍ଟ ତେଲେଙ୍ଗା କଟୁରୀକୁ ଜବତ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri