ଠିକା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ସାଢ଼େ ୬ ଲକ୍ଷ

ରାଉରକେଲା ଅଫିସ, ୨୩।୧୯: ସୁନ୍ଦରଗଡ଼ ଜିଲା ରାଉରକେଲା ମହାନଗର ନିଗମ ଅଫିସ ସମ୍ମୁଖରୁ ଜଣେ ଠିକା କମ୍ପାନୀ କର୍ମଚାରୀ ସୋମବାର ସାଢ଼େ ୬ ଲକ୍ଷ ଟଙ୍କା ଲୁଟ୍‌ର ଶିକାର ହୋଇଛନ୍ତି। କର୍ମଚାରୀଜଣଙ୍କ ବ୍ୟାଙ୍କରୁ ଟଙ୍କା ଉଠାଇ ନିଜର ଜଣେ ବନ୍ଧୁଙ୍କ ସହ ବାଇକ୍‌ରେ ଯାଉଥିଲେ। ଏହି ସମୟରେ ୨ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ଟଙ୍କା ବ୍ୟାଗ୍‌ ଛଡ଼ାଇ ନେଇଗଲେ।
ଖବର ପାଇ ଉଦିତ୍‌ନଗର ଥାନା ପୋଲିସ୍‌ ବ୍ୟାଙ୍କରେ ପହଞ୍ଚି ପଚରାଉଚରା ଚଳାଇଛି। ବ୍ୟାଙ୍କରେ ଲାଗିଥିବା ସିସିଟିଭି କ୍ୟାମେରାକୁ ଯାଞ୍ଚ କରୁଛି। ଦୁର୍ବୃତ୍ତଙ୍କ କୌଣସି ସୁରାଗ ମିଳି ନ ଥିବାବେଳେ କେତେଜଣ ସନ୍ଦିଗ୍ଧଙ୍କୁ ଥନାକୁ ଆଣି ପୋଲିସ ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri