ଡ. ଅର୍ଥୋ ଆୟୁର୍ବେଦିକ ତେଲ, ସୁପର-୩୦ ମଧ୍ୟରେ ଚୁକ୍ତି

ନୂଆଦିଲ୍ଲୀ, ୨୨ା୭: ସୁପର-୩୦ ଚଳଚ୍ଚିତ୍ରର ପ୍ରମୋଶନ ଲାଗି ଏସ୍‌ବିଏସ୍‌ ବାୟୋଟେକ୍‌ର ଲୋକପ୍ରିୟ ପ୍ରଡକ୍ଟ ଡ. ଅର୍ଥୋ ଆୟୁର୍ବେଦିକ ତୈଳ ଚୁକ୍ତିରେ ସାମିଲ ହୋଇଛି। ଚଳଚ୍ଚିତ୍ରର ସଫଳତା ଲାଗି କମ୍ପାନୀ ପକ୍ଷରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ ନେଇଥିବାରୁ ଖୁସି ବୋଲି କମ୍ପାନୀର ନିର୍ଦ୍ଦେଶକ ସଞ୍ଜୀବ ଜୁନେଜା କହିଛନ୍ତି। ନିଜର କର୍ତ୍ତବ୍ୟ ପାଳନ ପାଇଁ ଆନନ୍ଦ କୁମାର ବିଭିନ୍ନ ପ୍ରତିବନ୍ଧକକୁ ଉଲ୍ଲଂଘନ କରି ଗରିବ ମେଧାବୀଙ୍କୁ ଯେଭଳି ଭାବେ ସହାୟତା କରିଛନ୍ତି। ତାହା ପ୍ରଶଂସାଯୋଗ୍ୟ ବୋଲି ଜୁନେଜା କହିଛନ୍ତି। ସିନେମାରେ ଆନନ୍ଦ କୁମାର ଭୂମିକାରେ ହ୍ରିତିକ ରୋଶନ ନଜର ଆସିଥିବା ବେଳେ ରିତୁ ରଶ୍ମି ଭୂମିକାରେ ମୃଣାଳ ଠାକୁର ରହିଛନ୍ତି। ଶିକ୍ଷା ବ୍ୟବସ୍ଥାରେ ଗରିବଙ୍କ ପ୍ରତି ରହିଥିବା ଅସମାନତାକୁ ଦେଖି ଆନନ୍ଦ କୁମାର କିଭଳି ମାଗଣା ଶିକ୍ଷା ପ୍ରଦାନ ଦ୍ୱାରା ଛାତ୍ରୀଛାତ୍ରଙ୍କ ଜୀବନରେ ପରିବର୍ତ୍ତନ ଆଣୁଛନ୍ତି,ସିନେମାରେ ଦେଖାଯାଇଛି। କମ୍ପାନୀର ଡ.ଅର୍ଥୋ ଅଏଲ ଆଣ୍ଠୁଗଣ୍ଠି ପୀଡା ଲାଗି ପ୍ରସ୍ତୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri