ଡକାୟତି ଯୋଜନା ପଣ୍ଡ: ୧୪ କୋର୍ଟ ଚାଲାଣ

ଗଞ୍ଜାମ,୧ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ରମ୍ଭା ଥାନା ଗଡ଼ହୁମ୍ମା ପାହାଡ଼ି ଅଞ୍ଚଳରେ ଡକାୟତି ଯୋଜନା କରୁଥିବା ବେଳେ ଏକ ଡକାୟତି ଦଳକୁ ପୋଲିସ କାବୁ କରି କୋର୍ଟ ଚାଲାଣ କରିଛି।
ସୂଚନାନୁଯାୟୀ, ରବିବାର ଅପରାହ୍ନରେ ଡକାୟତି ଯୋଜନା କରୁଥିବା ଏକ ଦଳ ଉପରେ ଚଢ଼ାଉ କରି ୧୪ ଜଣ ଜଣଙ୍କୁ ପୋଲିସ କାବୁ କରିଛି। ସେମାନଙ୍କ ନିକଟରୁ ଖଣ୍ଡା, କାତି ଓ ଠେଙ୍ଗା ଆଦି ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଥିବା ବେଳେ ନଂ. ୧୭୩/୨୦ରେ ମାମଲା ରୁଜୁ ହୋଇଥିବା ରମ୍ଭା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri